ମକର ମାସ ମାଘ ଶୁକ୍ଲପକ୍ଷ । ଇଂରାଜୀରେ ୦୬ ତାରିଖ ଗୁରୁବାର । ଚନ୍ଦ୍ର- ବୃଷ ଅହୋରାତ୍ର,ତିଥି- ୯ମୀ ରାତ୍ରି ୧୦.୫୩ ଗତେ ୧୦ମୀ, ଘାତଚନ୍ଦ୍ର- ବିଛା ରାଶିର ଅହୋରାତ୍ର,ଘାତବାର- ତୁଳା ଓ କୁମ୍ଭ ରାଶିର, ପୁଷ୍କର ଦୋଷ- ୧ ପାଦ-କୁଟୁମ୍ବହାନି-ତିଳକାଞ୍ଚନ ଦାନ ସନ୍ଧ୍ୟା ୦୭.୨୯ ପର୍ଯ୍ୟନ୍ତ ।
ଧନିଷ୍ଠା- ସ୍ୱାସ୍ଥ୍ୟରେ ଅବୋନ୍ନତି ଦେଖା ଦେଇପାରେ । ବିବାହ ଆଶାୟୀ ଯୁବକ ଯୁବତୀ ମାନଙ୍କ ପାଇଁ ସ୍ତିରିକୃତ ହୋଇପାରେ । ସମସ୍ତ ପ୍ରକାରର ସୁବିଧାଥିଲେ ମଧ୍ୟ ବହୁ କଷ୍ଟରେ କାର୍ୟ୍ୟସିଦ୍ଧି ଘଟିବ
ଶତଭିଷା- ପାରିବାରିକ ଜୀବନ ଆନନ୍ଦମୟ ରହିବ । ବ୍ୟବସାୟ-ବାଣିଜ୍ୟରେ ପ୍ରଗତି କରିବେ । ନୂଆ କର୍ମଚାରୀଙ୍କ ସାକ୍ଷାତରେ କିଛି ନୂଆ ମଉକା ପାଇପାରିବେ । ରାଜନିତି କ୍ଷେତ୍ରରେ ବିଜୟ ଲାଭ କରିବେ ।
ପୂ, ଭାଦ୍ରପଦ- ଭବିଷ୍ୟତରେ ମିଳିବାକୁ ଥିବା ସମ୍ପତି ସମ୍ବନ୍ଧୀୟ ମାମଲାରେ ଲଢି ପାରନ୍ତି । ଶିକ୍ଷାତ୍ରି ମାନେ ଅଧ୍ୟୟନ ରତ ରହିବେ । ସାମାଜିକ ଗଣ ମାଧ୍ୟମରେ ସହଯୋଗ ଦେବେ ।
ପ୍ରତିକାର – ଶନିଙ୍କର ଗାୟତ୍ରୀ ପାଠ କରନ୍ତୁ
ଶୁଭ ରଙ୍ଗ :ନୀଳ
ଶୁଭ ସଂଖ୍ୟା :୮