ମକର ମାସ ମାଘ ଶୁକ୍ଲପକ୍ଷ । ଇଂରାଜୀରେ ୦୬ ତାରିଖ ଗୁରୁବାର । ଚନ୍ଦ୍ର- ବୃଷ ଅହୋରାତ୍ର,ତିଥି- ୯ମୀ ରାତ୍ରି ୧୦.୫୩ ଗତେ ୧୦ମୀ, ଘାତଚନ୍ଦ୍ର- ବିଛା ରାଶିର ଅହୋରାତ୍ର,ଘାତବାର- ତୁଳା ଓ କୁମ୍ଭ ରାଶିର, ପୁଷ୍କର ଦୋଷ- ୧ ପାଦ-କୁଟୁମ୍ବହାନି-ତିଳକାଞ୍ଚନ ଦାନ ସନ୍ଧ୍ୟା ୦୭.୨୯ ପର୍ଯ୍ୟନ୍ତ ।
ମୃଗଶିରା- ଯୋଗାଯୋଗ ଅଭାବ ହେତୁ ସମ୍ପର୍କ ମଧ୍ୟରେ ଦୂରତା ରହିପାରେ । ବାହାରେ ଖାଦ୍ୟ ଖାଇବା ଠାରୁ ଦୂରରେ ରୁହନ୍ତୁ । ଜୀବନ ସାଥିଙ୍କୁ ପ୍ରତ୍ୟେକ ଅସୁବିଧାରୁ ରକ୍ଷା କରିବାକୁ ଚେଷ୍ଟା କରିବେ
ଆଦ୍ରା- କର୍ମ କ୍ଷେତ୍ରରେ ଜଣେ ବନ୍ଧୁଙ୍କ କାମରେ ସନ୍ତୁଷ୍ଟ ହୋଇପାରନ୍ତି । ଭାଗ୍ୟର ପରିବର୍ତନ ହେଲାଭଳି ଉନ୍ନତି ପଥରେ ଅଗ୍ରସର ହେବେ । ସମସ୍ତ ଗୁରୁତ୍ୱପୂର୍ଣ୍ଣ ନିଷ୍ପତି ନେଇ ସଫଳ ହେବେ
ପୁନର୍ବସୁ- ଧନ ସମ୍ପତି ବୃଦ୍ଧି ହୋଇପାରେ । ପଡୋଶୀ ମାନେ କଅଁଳିଆ କଥା କହି କାର୍ଯ୍ୟ ହାସଲ କରିବାର ଚେଷ୍ଟା କରିବେ । ନୂଆ ଲୋକଙ୍କ ସହିତ ହାତେ ମାପି ଚାଖଣ୍ଡେ ଚାଲନ୍ତୁ ।
ପ୍ରତିକାର – ଦର୍ତାତ୍ରେୟଙ୍କର ପୂଜା ସହିତ ମନ୍ତ୍ର ପାଠ କରନ୍ତୁ
ଶୁଭ ରଙ୍ଗ :ସବୁଜ
ଶୁଭ ସଂଖ୍ୟା :୫