ମକର ମାସ ମାଘ ଶୁକ୍ଲପକ୍ଷ । ଇଂରାଜୀରେ ୦୬ ତାରିଖ ଗୁରୁବାର । ଚନ୍ଦ୍ର- ବୃଷ ଅହୋରାତ୍ର,ତିଥି- ୯ମୀ ରାତ୍ରି ୧୦.୫୩ ଗତେ ୧୦ମୀ, ଘାତଚନ୍ଦ୍ର- ବିଛା ରାଶିର ଅହୋରାତ୍ର,ଘାତବାର- ତୁଳା ଓ କୁମ୍ଭ ରାଶିର, ପୁଷ୍କର ଦୋଷ- ୧ ପାଦ-କୁଟୁମ୍ବହାନି-ତିଳକାଞ୍ଚନ ଦାନ ସନ୍ଧ୍ୟା ୦୭.୨୯ ପର୍ଯ୍ୟନ୍ତ ।
ଚିତ୍ରା- ପ୍ରିୟତମଙ୍କ ସହ ଆପଣଙ୍କ ସମ୍ବନ୍ଧ ଭଲ ହେବ । କର୍ମ ପାଇଁ ସମ୍ମାନିତ ଦକ୍ଷତା ପ୍ରତିପାଦିତ ହେବେ । ନୂତନ କାର୍ୟ୍ୟକୁ ନେଇ ସେଥିରେ କୃତକାର୍ୟ୍ୟ ହେବେ । ଗମନା ଗମନ କରିବା ସମୟରେ ସାବଧାନତା ଅବଲମ୍ବନ କରନ୍ତୁ
ସ୍ୱାତୀ- କାରବାରରେ ଆପଣଙ୍କୁ ପ୍ରଚୁର ଲାଭ ହେବ । ପଢାପଢିରେ ଓ ପରିକ୍ଷାରେ ସମଫଳ ମିଳିବ । ଚାକିରିରେ ଦୂର ଯାତ୍ରାର ସମ୍ଭାବନା ରହିଛି । ଅଜଣା ଶତୃ ଆପଣଙ୍କର କ୍ଷତି କରି ପାରନ୍ତି ।
ବିଶାଖା- ପ୍ରଶାସନିକ ସ୍ତରରେ ସମସ୍ୟା ସମାଧାନରେ ରାସ୍ତା ଖୋଜି ବାହାର କରିବାରେ ସମର୍ଥ ହେବେ । ରାଜନୀତିରେ ପରିଶ୍ରମଦ୍ୱାରା କାର୍ଯ୍ୟ ସଫଳ ହେବେ । ଯାନବାହନ ସମ୍ବନ୍ଧୀୟ ସମସ୍ୟା ଦେଖାଦେଇପାରେ ।
ପ୍ରତିକାର – କମଳାଙ୍କର ମୂଳ ମନ୍ତ୍ର ପାଠ କରନ୍ତୁ
ଶୁଭ ରଙ୍ଗ :ଧଳା
ଶୁଭ ସଂଖ୍ୟା :୬