ମକର ମାସ ମାଘ ଶୁକ୍ଲପକ୍ଷ । ଇଂରାଜୀରେ ୦୬ ତାରିଖ ଗୁରୁବାର । ଚନ୍ଦ୍ର- ବୃଷ ଅହୋରାତ୍ର,ତିଥି- ୯ମୀ ରାତ୍ରି ୧୦.୫୩ ଗତେ ୧୦ମୀ, ଘାତଚନ୍ଦ୍ର- ବିଛା ରାଶିର ଅହୋରାତ୍ର,ଘାତବାର- ତୁଳା ଓ କୁମ୍ଭ ରାଶିର, ପୁଷ୍କର ଦୋଷ- ୧ ପାଦ-କୁଟୁମ୍ବହାନି-ତିଳକାଞ୍ଚନ ଦାନ ସନ୍ଧ୍ୟା ୦୭.୨୯ ପର୍ଯ୍ୟନ୍ତ ।
ମୂଳା- ପ୍ରେମ ସମ୍ପର୍କରେ ମଧୁରତା ବଢିବ । ଅଫିସ କାମରେ ମନ୍ଥର ଗତିରେ ପୂରା ହେବ । ବ୍ୟବସାୟରେ ଯୋଜନାବଦ୍ଧ ରୂପେ କାମ କରିବେ । ଅସନ୍ତୋଷ ଭାବନାକୁ ନିଜ ଅବୈଧ ହେବାକୁ ଦିଅନ୍ତୁ ନାହିଁ ।
ପୂ, ଷାଢା- କମ୍ ପରିଶ୍ରମ କରି ନିଜର ଉଦେଶ୍ୟ ହାସଲ କରିନେବେ । ଚାକିରୀ କ୍ଷେତ୍ରରେ ବିରୋଧି ଦଳଙ୍କ ସଂଖ୍ୟା ବଢିପାରେ । ଶିକ୍ଷାକ୍ଷେତ୍ରରେ ଉଚ୍ଚକାଂକ୍ଷା ପୁର୍ତିର ଫଳ ସ୍ୱରୂପ ନିଜ କ୍ଷେତ୍ରରେ ଅଗ୍ରଣୀ ଭୂମିକା ଗ୍ରହଣ କରି ପାରିବେ
ଉ, ଷାଢା- ରାଜନୀତିରେ ନେତୃତ୍ୱ ବୃଦ୍ଧି ହେବ । ଅଧିକ ଖର୍ଚ୍ଚକରି ଭୂମିକ୍ରୟ କରିବେ । ସାମାଜିକ କଲ୍ୟାଣ କାମରେ ପୂର୍ଣ୍ଣ ସହଯୋଗ କରି ପ୍ରଂଶସିତ ହେବେ । ଶିଳ୍ପ ବାଣିଜ୍ୟରେ କ୍ଷେତ୍ରରେ ଅଭିବୃଦ୍ଧି ଘଟିପାରେ
ପ୍ରତିକାର –ସକାଳୁ ସୂର୍ୟ୍ୟ ଦେବଙ୍କୁ ଜଳ ଅର୍ପଣ କରନ୍ତୁ
ଶୁଭ ରଙ୍ଗ :ହଳଦିଆ
ଶୁଭ ସଂଖ୍ୟା :୩