• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 6th Jan 2024: ଏହି ରାଶିର ବ୍ୟକ୍ତିଙ୍କ ପାଇଁ ଧନ ଲାଭର ଯୋଗ ରହିଛି..

ସୈାର ଧନୁମାସ ପୌଷ କୃଷ୍ଣପକ୍ଷ । ଇଂରାଜୀରେ  ତାରିଖ ୦୬ ଶନିବାର । ଚନ୍ଦ୍ର- ତୁଳା ଅହୋରାତ୍ର, ତିଥି- ୧୦ମୀ ରାତ୍ରି ୧୨.୪୨ ଗତେ ୧୧ଶୀ, ଘାତଚନ୍ଦ୍ର- ନାସ୍ତି, ଘାତବାର- ବୃଷ, ସିଂହ ଓ କନ୍ୟା ରାଶିର, ପୁଷ୍କର ଦୋଷ- ୧ ପାଦ-କୃଷିହାନି-ଭୂମିଦାନ ରାତ୍ରି ୦୯.୨୨ ଗତେ ୨ ପାଦ-କୃଷି ଓ ବଂଶହାନି-ଭୂମି ଓ ତିଳକାଞ୍ଚନ ଦାନ

Taurus

ବୃଷ

Saturday 06 Jan 2024

କୃତିକା- ନିଜ ସ୍ୱାସ୍ଥ୍ୟର ଯତ୍ନ ନିଅନ୍ତୁ । ବ୍ୟବସାୟୀ କୌଣସି ନୂଆ ବ୍ୟବସାୟ ଆରମ୍ଭ କରିବା ପାଇଁ ଚିନ୍ତା କରିପାରନ୍ତି । ପ୍ରେମିଯୁଗଳ ମାନେ ପରସ୍ପର ସହିତ ଅଧିକ ସମୟ ବିତାଇବାକୁ ଚେଷ୍ଟା କରିବେ ।

ରୋହିଣୀ- ଆଲୋଚନା କ୍ଷେତ୍ରରେ ସଂଯମତା ଅବଲମ୍ବନ କରନ୍ତୁ । ବ୍ୟବାସୟକୁ ବିସ୍ତାର କରିବା ପାଇଁ ଯୋଜନା କରିପାରନ୍ତି । ଛାତ୍ରଛାତ୍ରୀଙ୍କୁ ଅଧିକ ପରିଶ୍ରମ କରିବା ପାଇଁ ପଡ଼ିବ ।

ମୃଗଶିରା- ମାଲିମୋକଦ୍ଦମାର ସ୍ଥିତି ଅନୁକୂଳ ରହିବ । ସାହିତ୍ୟ , କଳା କ୍ଷେତ୍ରରେ ଆଶାନୁରୂପ ଫଳ ପାଇପାରିବେ । ଆଇନ ଅଦାଲତ କ୍ଷେତ୍ରରେ ଶୁଭଫଳ ପାଇପାରନ୍ତି ।

ପ୍ରତିକାର – ଦେବୀ ମନ୍ଦିରରେ ଅରୁଆ ଚାଉଳ ଦାନ କରନ୍ତୁ ।

ଶୁଭ ରଙ୍ଗ :ଧଳା

ଶୁଭ ସଂଖ୍ୟା :