• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 6th Jan 2024: ଏହି ରାଶିର ବ୍ୟକ୍ତିଙ୍କ ପାଇଁ ଧନ ଲାଭର ଯୋଗ ରହିଛି..

ସୈାର ଧନୁମାସ ପୌଷ କୃଷ୍ଣପକ୍ଷ । ଇଂରାଜୀରେ  ତାରିଖ ୦୬ ଶନିବାର । ଚନ୍ଦ୍ର- ତୁଳା ଅହୋରାତ୍ର, ତିଥି- ୧୦ମୀ ରାତ୍ରି ୧୨.୪୨ ଗତେ ୧୧ଶୀ, ଘାତଚନ୍ଦ୍ର- ନାସ୍ତି, ଘାତବାର- ବୃଷ, ସିଂହ ଓ କନ୍ୟା ରାଶିର, ପୁଷ୍କର ଦୋଷ- ୧ ପାଦ-କୃଷିହାନି-ଭୂମିଦାନ ରାତ୍ରି ୦୯.୨୨ ଗତେ ୨ ପାଦ-କୃଷି ଓ ବଂଶହାନି-ଭୂମି ଓ ତିଳକାଞ୍ଚନ ଦାନ

Aquarius

କୁମ୍ଭ

Saturday 06 Jan 2024

ଧନିଷ୍ଠା- ସ୍ୱାସ୍ଥ୍ୟ ଭଲ ରହିବା ସହ ବନ୍ଧୁଙ୍କ ସାହାଯ୍ୟରୁ ଅର୍ଥଲାଭ ଓ କାର୍ଯ୍ୟସିଦ୍ଧି ଘଟିବ। ପରିସ୍ଥିତି ଓ ପରିବେଶକୁ ଲକ୍ଷ୍ୟ ରଖି କାମ କରନ୍ତୁ, ନତୁବା କିଛିଟା ଅସୁବିଧାର ସମ୍ଭାବନା ରହିଛି। ଅନ୍ୟମାନଙ୍କ ପ୍ରେରଣା ଦ୍ୱାରା ପ୍ରଭାବିତ ହୋଇ ସମ୍ମାନିତ ହୋଇପାରନ୍ତି।

ଶତଭିଷା- ଗୁପ୍ତ ଶତ୍ରୁମାନେ ଆପଣଙ୍କ ବିରୁଦ୍ଧରେ ସକ୍ରିୟ ହୋଇ ପାରନ୍ତି । ଅନାବଶ୍ୟକ ଟଙ୍କା ଖର୍ଚ୍ଚ କରିବାକୁ ଆପଣ ଟିକେ ଚିନ୍ତିତ ହେବେ । ବିଦ୍ୟାରେ ଉନ୍ନତି ହେବ ।

ପୂ,ଭାଦ୍ରପଦ- କୌଣସି ଭଦ୍ରମହିଳାଙ୍କ ସାହାଯ୍ୟରୁ ଉପକୃତ ହେବେ। ବିଭିନ୍ନ ପ୍ରକାର ଝମେଲା ଭିତର ଦେଇ ଯିବାକୁ ପଡୁଥିବାରୁ ସମ୍ପୂର୍ଣ୍ଣଭାବେ ଶାନ୍ତି ଓ ସନ୍ତୋଷ ଆସିବ ନାହିଁ। ନିଜର ସୁଖ ସୁବିଧାକୁ ପ୍ରାଧାନ୍ୟ ଦେଇ ସମାଲୋଚିତ ହୋଇପାରନ୍ତି।

ପ୍ରତିକାର – ରାହୁଙ୍କର ପୂଜା ସହିତ ମନ୍ତ୍ର ପାଠ କରନ୍ତୁ ।

ଶୁଭ ରଙ୍ଗ :ନୀଳ

ଶୁଭ ସଂଖ୍ୟା :