• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 6th Jan 2024: ଏହି ରାଶିର ବ୍ୟକ୍ତିଙ୍କ ପାଇଁ ଧନ ଲାଭର ଯୋଗ ରହିଛି..

ସୈାର ଧନୁମାସ ପୌଷ କୃଷ୍ଣପକ୍ଷ । ଇଂରାଜୀରେ  ତାରିଖ ୦୬ ଶନିବାର । ଚନ୍ଦ୍ର- ତୁଳା ଅହୋରାତ୍ର, ତିଥି- ୧୦ମୀ ରାତ୍ରି ୧୨.୪୨ ଗତେ ୧୧ଶୀ, ଘାତଚନ୍ଦ୍ର- ନାସ୍ତି, ଘାତବାର- ବୃଷ, ସିଂହ ଓ କନ୍ୟା ରାଶିର, ପୁଷ୍କର ଦୋଷ- ୧ ପାଦ-କୃଷିହାନି-ଭୂମିଦାନ ରାତ୍ରି ୦୯.୨୨ ଗତେ ୨ ପାଦ-କୃଷି ଓ ବଂଶହାନି-ଭୂମି ଓ ତିଳକାଞ୍ଚନ ଦାନ

Pisces

ମୀନ

Saturday 06 Jan 2024

ପୂ,ଭାଦ୍ରପଦ- କାମ ଭିତରେ ବୁଡିରହି ସ୍ୱାସ୍ଥ୍ୟ ପ୍ରତି ନଜର ଦେଇପାରିବେ ନାହିଁ । କର୍ମକ୍ଷେତ୍ରରେ ସାମୟିକ ବ୍ୟତିକ୍ରମ ଲାଗିରହିଲେ ମଧ୍ୟ ନିଶ୍ଚିତ ସଫଳତା ପାଇବେ। ପାରିବାରିକ କ୍ଷେତ୍ରରେ ରହିଆସିଥିବା ସମସ୍ୟା ଆଜି ଜଣେ ହିତୈଷୀଙ୍କ ସାହାର୍ଯ୍ୟରେ ସମାଧାନ ହୋଇଯିବ।

ଉ,ଭାଦ୍ରପଦ- ବ୍ୟବସାୟରେ ସଫଳତା ହାସଲ କରିବେ। ପରିସ୍ଥିତି ଗମ୍ଭୀର ରହିଲେ ମଧ୍ୟ କାର‌୍ୟ୍ୟ ସମ୍ପନ୍ନରେ ଅସୁବିଧା ରହିବ ନାହିଁ । ଆର୍ଥିକ ସ୍ଥିତି ମନ୍ଦ ହେବନି କିନ୍ତୁ ହାତକୁ ନେଇଥିବା ଆଜିର କାମଗୁଡ଼ିକ ଡେରିରେ ସମ୍ପନ୍ନ ହେବ।

ରେବତୀ- ସନ୍ତାନ ହେତୁ ପ୍ରତ୍ୟେକ ସମସ୍ୟା ସୁଧୁରିଯିବ । ରାଜନୈତିକ ଓ ସାଙ୍ଗଠନିକ କାର୍ଯ୍ୟରେ ପ୍ରଶଂସିତ ହେବେ। ପାଖ ପଡ଼ୋଶୀଙ୍କ କୌଣସି କଥାରେ ମୁଣ୍ଡ ପୂରାଇ ଅଯଥା ମନ ବିଷାକ୍ତ କରିବେ।

ପ୍ରତିକାର – ବୃହସ୍ପତିଙ୍କର ବିଗ୍ରହକୁ ପୂଜାର୍ଚ୍ଚନା କରନ୍ତୁ ।

ଶୁଭ ରଙ୍ଗ :ହଳଦିଆ

ଶୁଭ ସଂଖ୍ୟା :