• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 6th Jan 2024: ଏହି ରାଶିର ବ୍ୟକ୍ତିଙ୍କ ପାଇଁ ଧନ ଲାଭର ଯୋଗ ରହିଛି..

ସୈାର ଧନୁମାସ ପୌଷ କୃଷ୍ଣପକ୍ଷ । ଇଂରାଜୀରେ  ତାରିଖ ୦୬ ଶନିବାର । ଚନ୍ଦ୍ର- ତୁଳା ଅହୋରାତ୍ର, ତିଥି- ୧୦ମୀ ରାତ୍ରି ୧୨.୪୨ ଗତେ ୧୧ଶୀ, ଘାତଚନ୍ଦ୍ର- ନାସ୍ତି, ଘାତବାର- ବୃଷ, ସିଂହ ଓ କନ୍ୟା ରାଶିର, ପୁଷ୍କର ଦୋଷ- ୧ ପାଦ-କୃଷିହାନି-ଭୂମିଦାନ ରାତ୍ରି ୦୯.୨୨ ଗତେ ୨ ପାଦ-କୃଷି ଓ ବଂଶହାନି-ଭୂମି ଓ ତିଳକାଞ୍ଚନ ଦାନ

Gemini

ମିଥୁନ

Saturday 06 Jan 2024

ମୃଗଶିରା- ବ୍ୟବସାୟୀମାନେ ବିତର୍କରୁ ଦୂରେଇ ରୁହନ୍ତୁ ନଚେତ୍ କ୍ଷତି ସହିବା ପାଇଁ ପଡିପାରେ । କିଛି ନୂଆ ଯୋଜନା ଉପରେ କାର୍ଯ୍ୟ ଆରମ୍ଭ କରିପାରନ୍ତି । ଦାମ୍ପତ୍ୟ ଜୀବନରେ ପ୍ରେମ ରହିବ ।

ଆଦ୍ରା- ବେପାର ବୃତିରେ ସଫଳତା ହାସଲ କରିବେ । ରାଜନୈତିକ ପୃଷ୍ଟ ପୋଷକତା ଲାଭ କରିବେ । ଛାତ୍ରଛାତ୍ରୀ ଗୁରୁଜନଙ୍କ ଠାରୁ ଭଲ ପରାମର୍ଶ ପାଇବେ ।

ପୁନର୍ବସୁ- ପରିବହନ କ୍ଷେତ୍ରରେ ଆଶାନୁରୂପ ଫଳ ପାଇବେ । ଚାକିରୀ କରୁଥିବା ଲୋକଙ୍କୁ ଦୂର ଯାତ୍ରା କରିବାକୁ ପଡିପାରେ । ଆଲୋଚନା ପରିସରରେ ଅନ୍ୟମାନଙ୍କ ମତକୁ ସମ୍ମାନ ଦେଇ ପ୍ରଶଂସିତ ହେବେ ।

ପ୍ରତିକାର – ନିଜର ଖାଇବାର କିଛି ଅଂଶ ଗାଇକୁ ଖାଇବାକୁ ଦିଅନ୍ତୁ ।

ଶୁଭ ରଙ୍ଗ :ସବୁଜ

ଶୁଭ ସଂଖ୍ୟା :