• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 6th Jan 2024: ଏହି ରାଶିର ବ୍ୟକ୍ତିଙ୍କ ପାଇଁ ଧନ ଲାଭର ଯୋଗ ରହିଛି..

ସୈାର ଧନୁମାସ ପୌଷ କୃଷ୍ଣପକ୍ଷ । ଇଂରାଜୀରେ  ତାରିଖ ୦୬ ଶନିବାର । ଚନ୍ଦ୍ର- ତୁଳା ଅହୋରାତ୍ର, ତିଥି- ୧୦ମୀ ରାତ୍ରି ୧୨.୪୨ ଗତେ ୧୧ଶୀ, ଘାତଚନ୍ଦ୍ର- ନାସ୍ତି, ଘାତବାର- ବୃଷ, ସିଂହ ଓ କନ୍ୟା ରାଶିର, ପୁଷ୍କର ଦୋଷ- ୧ ପାଦ-କୃଷିହାନି-ଭୂମିଦାନ ରାତ୍ରି ୦୯.୨୨ ଗତେ ୨ ପାଦ-କୃଷି ଓ ବଂଶହାନି-ଭୂମି ଓ ତିଳକାଞ୍ଚନ ଦାନ

Cancer

କର୍କଟ

Saturday 06 Jan 2024

ପୁନର୍ବସୁ- ଜୀବନସାଥୀଙ୍କ ସହ ଅଧିକ ସମୟ ଅତିବାହିତ କରିବାର ସୁଯାଗ ପାଇବେ । ବ୍ୟବସାୟୀ ମାନେ ଆର୍ଥିକ ଲାଭ ପାଇପାରନ୍ତି । ବ୍ୟକ୍ତିଗତ ଜୀବନରେ କିଛି ଚ୍ୟାଲେଞ୍ଜର ସାମ୍ନା କରିବାକୁ ପଡିପାରେ ।

ପୁଷ୍ୟା- ରାଜନୀତିରେ ପଦୋନ୍ନତି ପାଇବାର ସମ୍ଭାବନା ରହିଛି । ପରୋପକାରୀ କାର୍ଯ୍ୟକଳାପ ପ୍ରତି ଅଗ୍ରହ ବୃଦ୍ଧି ପାଇବ । ଛାତ୍ରଛାତ୍ରୀ ମାନେ ପାଠକୁ ନେଇ ଚିନ୍ତାରେ ରହିବେ ।

ଅଶ୍ଲେଷା- ଆବଶ୍ୟକତା ପୂରଣ କରିବା ସକାଶେ ଧାରକରଜ କରି କାମକୁ ଚଳାଇ ନେବେ। କୌଣସି ଅତ୍ୟାବଶ୍ୟକୀୟ କାଗଜପତ୍ର ନ ପାଇ ବ୍ୟସ୍ତ ହୋଇପାରନ୍ତି । ଆଲୋଚନା ପରିସରରେ ଅନ୍ୟମାନଙ୍କ ମତକୁ ସମ୍ମାନ ଦେଇ ପ୍ରଶଂସିତ ହେବେ ।

ପ୍ରତିକାର – ବରଗଛ ମୂଳରେ କ୍ଷୀର ଢାଳି ଦିନ ଆରମ୍ଭ କରନ୍ତୁ ।

ଶୁଭ ରଙ୍ଗ :ଧଳା

ଶୁଭ ସଂଖ୍ୟା :