Daily Horoscope 6th Jan 2024: ଏହି ରାଶିର ବ୍ୟକ୍ତିଙ୍କ ପାଇଁ ଧନ ଲାଭର ଯୋଗ ରହିଛି..
/odishatv-khabar/media/media_files/uploadimage/library/16_9/16_9_0/IMAGE_1703905738-543766.jpg)
ସୈାର ଧନୁମାସ ପୌଷ କୃଷ୍ଣପକ୍ଷ । ଇଂରାଜୀରେ ତାରିଖ ୦୬ ଶନିବାର । ଚନ୍ଦ୍ର- ତୁଳା ଅହୋରାତ୍ର, ତିଥି- ୧୦ମୀ ରାତ୍ରି ୧୨.୪୨ ଗତେ ୧୧ଶୀ, ଘାତଚନ୍ଦ୍ର- ନାସ୍ତି, ଘାତବାର- ବୃଷ, ସିଂହ ଓ କନ୍ୟା ରାଶିର, ପୁଷ୍କର ଦୋଷ- ୧ ପାଦ-କୃଷିହାନି-ଭୂମିଦାନ ରାତ୍ରି ୦୯.୨୨ ଗତେ ୨ ପାଦ-କୃଷି ଓ ବଂଶହାନି-ଭୂମି ଓ ତିଳକାଞ୍ଚନ ଦାନ
/odishatv-khabar/media/agency_attachments/2025/07/30/2025-07-30t051037428z-screenshot-2025-07-30-at-104031-am-2025-07-30-10-40-38.png)
