• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 6th Jan 2024: ଏହି ରାଶିର ବ୍ୟକ୍ତିଙ୍କ ପାଇଁ ଧନ ଲାଭର ଯୋଗ ରହିଛି..

ସୈାର ଧନୁମାସ ପୌଷ କୃଷ୍ଣପକ୍ଷ । ଇଂରାଜୀରେ  ତାରିଖ ୦୬ ଶନିବାର । ଚନ୍ଦ୍ର- ତୁଳା ଅହୋରାତ୍ର, ତିଥି- ୧୦ମୀ ରାତ୍ରି ୧୨.୪୨ ଗତେ ୧୧ଶୀ, ଘାତଚନ୍ଦ୍ର- ନାସ୍ତି, ଘାତବାର- ବୃଷ, ସିଂହ ଓ କନ୍ୟା ରାଶିର, ପୁଷ୍କର ଦୋଷ- ୧ ପାଦ-କୃଷିହାନି-ଭୂମିଦାନ ରାତ୍ରି ୦୯.୨୨ ଗତେ ୨ ପାଦ-କୃଷି ଓ ବଂଶହାନି-ଭୂମି ଓ ତିଳକାଞ୍ଚନ ଦାନ

Libra

ତୁଳା

Saturday 06 Jan 2024

ଚିତ୍ରା- ସାଧାରଣ କଥାକୁ ନେଇ ପରିବାର ମଧ୍ୟରେ ମନାନ୍ତର ଦେଖାଦେଇପାରେ । ବ୍ୟବସାୟୀମାନେ ଆଜି କାର୍ଯ୍ୟରେ କୌଣସି ପ୍ରକାର ଅବହେଳା କରନ୍ତୁ ନାହିଁ । ପତି-ପତ୍ନୀଙ୍କ ସହ ସମ୍ପର୍କରେ ଘନିଷ୍ଠତା ରହିବ ।

ସ୍ୱାତୀ- ଆଶା କରିଥିବା ଅର୍ଥ ବିଳମ୍ବରେ ପାଇବାରୁ ଯୋଜନା କଷ୍ଟରେ କାର୍ଯ୍ୟକାରୀ ହେବ । ଦୈହିକ ଦୁର୍ବଳତା କର୍ମକ୍ଷେତ୍ରକୁ ମନ୍ଥର କରିପାରେ। ବନ୍ଧୁଙ୍କ ଆଗମନରେ ଯେତିକି ଖୁସି ହେବେ ତାଙ୍କ ମତିଗତି ଓ କାର୍ଯ୍ୟ କଳଅପରେ ସେତିକି ଅସନ୍ତୁଷ୍ଟ ହେବେ ।

ବିଶାଖା- ଋଣ ପରିଶୋଧ କରିବା ସହ ଋଣ ପ୍ରାପ୍ତିର ସୁଯୋଗ ପାଇବେ । ବହୁତ ଦିନରୁ ଚିନ୍ତା କରୁଥିବା କାମ ଅଳ୍ପ ପ୍ରୟାସରେ ପୂର୍ଣ୍ଣ ହୋଇଯିବ । କଚେରି ମାମଲା କ୍ଷେତ୍ରରୁ ଶୁଭ ଫଳ ପାଇବେ ।

ପ୍ରତିକାର – ଶ୍ରୀ ଭାର୍ଗବୀଙ୍କ ଫଟକୁ ପୂଜା କରନ୍ତୁ।

ଶୁଭ ରଙ୍ଗ :ଧଳା

ଶୁଭ ସଂଖ୍ୟା :