• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 6th Jan 2024: ଏହି ରାଶିର ବ୍ୟକ୍ତିଙ୍କ ପାଇଁ ଧନ ଲାଭର ଯୋଗ ରହିଛି..

ସୈାର ଧନୁମାସ ପୌଷ କୃଷ୍ଣପକ୍ଷ । ଇଂରାଜୀରେ  ତାରିଖ ୦୬ ଶନିବାର । ଚନ୍ଦ୍ର- ତୁଳା ଅହୋରାତ୍ର, ତିଥି- ୧୦ମୀ ରାତ୍ରି ୧୨.୪୨ ଗତେ ୧୧ଶୀ, ଘାତଚନ୍ଦ୍ର- ନାସ୍ତି, ଘାତବାର- ବୃଷ, ସିଂହ ଓ କନ୍ୟା ରାଶିର, ପୁଷ୍କର ଦୋଷ- ୧ ପାଦ-କୃଷିହାନି-ଭୂମିଦାନ ରାତ୍ରି ୦୯.୨୨ ଗତେ ୨ ପାଦ-କୃଷି ଓ ବଂଶହାନି-ଭୂମି ଓ ତିଳକାଞ୍ଚନ ଦାନ

Scorpio

ବିଛା

Saturday 06 Jan 2024

ବିଶାଖା- ଭାଗୀଦାରୀ ବ୍ୟବସାୟରେ ଆଖି ବନ୍ଦ କରି କୌଣସି ପଦକ୍ଷପ ନିୟନ୍ତୁ ନାହିଁ । ଯେ କୋଣସି କାମରେ ହାତ ଦେଲେ ,ସେଥିରେ ସଫଳତା ପାଇବେ । ଆର୍ଥିକ ସ୍ଥିତି ସୁଧାରିବାକୁ ଚେଷ୍ଟା କରିବେ ।

ଅନୁରାଧା- ଛାତ୍ରଛାତ୍ରୀଙ୍କ ପାଇଁ ଉତ୍ତମ ଦିନଟିଏ । ଅଜଥା କଥାକୁ ନେଇ ଚିନ୍ତାରେ ରୁହନ୍ତୁ ନାହିଁ । ନୂଆ ଚାକିରି ସୁଯୋଗ ପାଇପାରନ୍ତି କର୍ମକ୍ଷେତ୍ରରେ ଆପଣଙ୍କୁ କଠିନ ପରିଶ୍ରମ କରିବାକୁ ପଡିବ । ଆର୍ଥିକ ସ୍ଥିତି ଭଲ ରହିବ ।

ଜ୍ୟେଷ୍ଠା- ଅତୀତ କଥାକୁ ଭାବି ମନଟା ଭଲ ଲାଗିବ ନାହିଁ । ଆଇନ ଅଦାଲତ, ପ୍ରଶାସନ ତଥା ପ୍ରକାଶନ କ୍ଷେତ୍ରରେ ଶୁଭଫଳ ପାଇବେ । ସାଧାରଣ କଥାକୁ ଅତିରଞ୍ଜିତ କରି ଆକସ୍ମିକ କଳହଜିତ ଅନ୍ୟମନସ୍କ ରହିପାରନ୍ତି ।

ପ୍ରତିକାର – ମା ମଙ୍ଗଳାଙ୍କର ମନ୍ତ୍ର ପାଠ କରନ୍ତୁ ।

ଶୁଭ ରଙ୍ଗ :ଲାଲ୍

ଶୁଭ ସଂଖ୍ୟା :