• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 6th Jan 2024: ଏହି ରାଶିର ବ୍ୟକ୍ତିଙ୍କ ପାଇଁ ଧନ ଲାଭର ଯୋଗ ରହିଛି..

ସୈାର ଧନୁମାସ ପୌଷ କୃଷ୍ଣପକ୍ଷ । ଇଂରାଜୀରେ  ତାରିଖ ୦୬ ଶନିବାର । ଚନ୍ଦ୍ର- ତୁଳା ଅହୋରାତ୍ର, ତିଥି- ୧୦ମୀ ରାତ୍ରି ୧୨.୪୨ ଗତେ ୧୧ଶୀ, ଘାତଚନ୍ଦ୍ର- ନାସ୍ତି, ଘାତବାର- ବୃଷ, ସିଂହ ଓ କନ୍ୟା ରାଶିର, ପୁଷ୍କର ଦୋଷ- ୧ ପାଦ-କୃଷିହାନି-ଭୂମିଦାନ ରାତ୍ରି ୦୯.୨୨ ଗତେ ୨ ପାଦ-କୃଷି ଓ ବଂଶହାନି-ଭୂମି ଓ ତିଳକାଞ୍ଚନ ଦାନ

Sagittarius

ଧନୁ

Saturday 06 Jan 2024

ମୂଳା- ସ୍ୱାସ୍ଥ୍ୟ ପ୍ରତି ସାବଧାନତା ଅବଲମ୍ବନ କରନ୍ତୁ । ପାରିବାରିକ କ୍ଷେତ୍ରରେ ଛୋଟଛୋଟ କଥାରେ ରାଗନ୍ତୁ ନାହିଁ । ଆପଣଙ୍କ ସୁଖ ଅନ୍ୟମାନଙ୍କ ମନରେ ଈର୍ଷା ଉଦ୍ରେକ କରିବ ।

ପୂ,ଷାଢା- ରାଜନୀତି କ୍ଷେତ୍ରରେ ସହଯୋଗୀମାନେ ପୂର୍ଣ୍ଣ ସହଯୋଗ କରିବା ଫଳରେ ଲୋକପ୍ରିୟତା ହାସଲ କରିବେ । ଶିକ୍ଷାର୍ଥୀମାନଙ୍କ ଅଧ୍ୟୟନରେ ବାଧାଉପୁଜିପାରେ । ଉପରିସ୍ଥ କର୍ମଚାରୀ ମାନଙ୍କ ପ୍ରିୟଭାଜନ ହେବେ ।

ଉ,ଷାଢା-ନୂତନ ଗୃହ ନିର୍ମାଣ କରିବାର ଯୋଜନା ପ୍ରସ୍ତୁତ କରିପାରନ୍ତି । ଯାନ ବାହନ କିଣିବା ଲାଗି ଆଗ୍ରହ ପ୍ରକାଶ କରିବେ । ମହିଳା ମାନେ ସହନଶୀଳତା ଜାଗ୍ରତ କରିବେ । ସମ୍ପତି ବୃଦ୍ଧି ହୋଇପାରେ ।

ପ୍ରତିକାର – ଶନି ଦେବଙ୍କ ପୂଜାର୍ଚ୍ଚନା କରନ୍ତୁ ।

ଶୁଭ ରଙ୍ଗ :ହଳଦିଆ

ଶୁଭ ସଂଖ୍ୟା :