• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 6th January 2023: ଏହି ରାଶିର ବ୍ୟକ୍ତି ଆଜି ସତର୍କ ରୁହନ୍ତୁ...

ସୌର ଧନୁ ମାସ ପୌଷ ଶୁକ୍ଲପକ୍ଷ । ଇଂରାଜୀରେ ୬ ତାରିଖ ଶୁକ୍ରବାର। ଚନ୍ଦ୍ର – ମିଥୁନ ଅହୋରାତ୍ର ତିଥି- ପୂର୍ଣ୍ଣିମା ନିଶାନ୍ତ ୦୪.୩୭ ଗତେ ପ୍ରତିପଦ, ଘାତ ଚନ୍ଦ୍ର- କନ୍ୟା ଅହୋରାତ୍ର, ଘାତ ବାର – ବିଛା, ଧନୁ ଓ ମୀନ ପୁଷ୍କର ଦୋଷ – ରାତ୍ରି ୧୨.୧୩ ଗତେ ୧ ପାଦ- କୁଟୁମ୍ଭହାନି- ତିଳକାଞନ ଦାନ।

Aquarius

କୁମ୍ଭ

Friday 06 Jan 2023

ଧନିଷ୍ଠା – ଗଳା ଜନିତ ସମସ୍ୟା ସହିତ ଶରୀରରେ ଅନ୍ୟ କିଛି ସଂକ୍ରମଣ ଦେଖାଦେଇପାରେ । ପର କଥାରେ ପଡ଼ି ନିଜ ଲୋକଙ୍କୁ ଭୁଲ୍ ବୁଝିବେ । ବ୍ୟବସାୟାରେ ଲାଭବାନ ହୋଇପାରନ୍ତି । ଅନ୍ୟ ମନସ୍କତା କାରଣରୁ ଯାତ୍ରା ସମୟରେ ହାତରେ ଆଘାତ ଲାଗିପାରେ ।
ଶତଭିଷା – ପୁରୁଣା ନେତା ବା ଦଳର ମୁଖ୍ୟଙ୍କର ଅତ୍ୟନ୍ତ ପ୍ରିୟପାତ୍ର ହୋଇ ପାରିବେ । ଚାକିରି କ୍ଷେତ୍ରରେ ଉଚ୍ଚ କର୍ତ୍ତୃପକ୍ଷଙ୍କ ଶ୍ରଦ୍ଧାର ପାତ୍ର ହେବ । ଚଳଚ୍ଚିତ୍ର, ସଙ୍ଗୀତ କ୍ଷେତ୍ରରେ ଥିବା ବ୍ୟକ୍ତିମାନେ ଅଧିକ ଲାଭବାନ୍ ହେବେ ।
ପୂ , ଭାଦ୍ରପଦ  – ଶତ୍ରୁକୁ ଶରଣାଗତ କରାଇପାରନ୍ତି ।  ମହିଳାମାନେ ଉଦାର ସ୍ୱଭାବ ରହିବେ । ଉତରାଧିକାରୀ ସୂତ୍ରରେ କୌଣସି ସମ୍ପତିର ମାଲିକାନା ପାଇପାରନ୍ତି । ଖେଳ କୁଦରେ ଖୁସି ରହିବେ ।

ପ୍ରତିକାର –ନୀଳ, ବା କଳା ରଙ୍ଗର ଟୋପି ଧାରଣ କରନ୍ତୁ

ଶୁଭ ରଙ୍ଗ :ନୀଳ

ଶୁଭ ସଂଖ୍ୟା :