• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 6th January 2023: ଏହି ରାଶିର ବ୍ୟକ୍ତି ଆଜି ସତର୍କ ରୁହନ୍ତୁ...

ସୌର ଧନୁ ମାସ ପୌଷ ଶୁକ୍ଲପକ୍ଷ । ଇଂରାଜୀରେ ୬ ତାରିଖ ଶୁକ୍ରବାର। ଚନ୍ଦ୍ର – ମିଥୁନ ଅହୋରାତ୍ର ତିଥି- ପୂର୍ଣ୍ଣିମା ନିଶାନ୍ତ ୦୪.୩୭ ଗତେ ପ୍ରତିପଦ, ଘାତ ଚନ୍ଦ୍ର- କନ୍ୟା ଅହୋରାତ୍ର, ଘାତ ବାର – ବିଛା, ଧନୁ ଓ ମୀନ ପୁଷ୍କର ଦୋଷ – ରାତ୍ରି ୧୨.୧୩ ଗତେ ୧ ପାଦ- କୁଟୁମ୍ଭହାନି- ତିଳକାଞନ ଦାନ।

Pisces

ମୀନ

Friday 06 Jan 2023

ପୂ , ଭାଦ୍ରପଦ - ସ୍ନାୟବିକ ଜନିତ ସମସ୍ୟା ଦେଖାଦେଇପାରେ । ସାଂସାରିକ ଜୀବନ ସୁଖମୟ ହେବ । ବ୍ୟବସାୟରେ ଖର୍ଚ୍ଚକୁ ସୀମିତ କରିବାରେ ସକ୍ଷମ ହେବେ । ପ୍ରତ୍ୟେକଟି କ୍ଷେତ୍ରରେ ନିଜର ଉଦ୍ୟମ ବଳରେ ସଫଳତା ପାଇବେ ।
ଉ , ଭଦ୍ରପଦ -  ବିବାହ ଆଶାୟୀ ଯୁବକ, ଯୁବତୀ ମାନଙ୍କ ପାଇଁ ନିଜ ପସନ୍ଦର ଜୀବନସାଥୀ ମିଳିପାରେ । ରାଜନୈତିକ କ୍ଷେତ୍ରରେ ପ୍ରବଳ ଲୋକ ସମର୍ଥନ ମିଳିବ । ବିଶିଷ୍ଟ ବ୍ୟକ୍ତିମାନଙ୍କ ପରାମର୍ଶକ୍ରମେ ଆଜିର କାମ ଗୁଡିକୁ ସବୁ ଠିକ୍ଠିକ୍ ହୋଇଯିବ ।
ରେବତୀ – ପର ହାତରେ ଥିବା ଧନ ସହଜରେ ପ୍ରାପ୍ତ ହେବ । ମହିଳାମାନଙ୍କୁ କୌଣସି ବ୍ୟକ୍ତିଙ୍କ ସହାୟତା ମିଳିବ । ନୂତନ ଯାନ ବାହନ କ୍ରୟ କରିବାର ଯଥେଷ୍ଟ ସମ୍ଭାବନା ରହିଛି ।

ପ୍ରତିକାର – ହଳଦୀ ଖଣ୍ଡକୁ ଘୋରି ତିଲକ ଭାବରେ ମଥାରେ ଲଗାନ୍ତୁ

ଶୁଭ ରଙ୍ଗ :ହଳଦିଆ

ଶୁଭ ସଂଖ୍ୟା :