• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 6th January 2023: ଏହି ରାଶିର ବ୍ୟକ୍ତି ଆଜି ସତର୍କ ରୁହନ୍ତୁ...

ସୌର ଧନୁ ମାସ ପୌଷ ଶୁକ୍ଲପକ୍ଷ । ଇଂରାଜୀରେ ୬ ତାରିଖ ଶୁକ୍ରବାର। ଚନ୍ଦ୍ର – ମିଥୁନ ଅହୋରାତ୍ର ତିଥି- ପୂର୍ଣ୍ଣିମା ନିଶାନ୍ତ ୦୪.୩୭ ଗତେ ପ୍ରତିପଦ, ଘାତ ଚନ୍ଦ୍ର- କନ୍ୟା ଅହୋରାତ୍ର, ଘାତ ବାର – ବିଛା, ଧନୁ ଓ ମୀନ ପୁଷ୍କର ଦୋଷ – ରାତ୍ରି ୧୨.୧୩ ଗତେ ୧ ପାଦ- କୁଟୁମ୍ଭହାନି- ତିଳକାଞନ ଦାନ।

Gemini

ମିଥୁନ

Friday 06 Jan 2023

ମୃଗଶିରା  - ସୁସ୍ଥ ମାନସିକତା ରକ୍ଷା କରିବେ । ଭାଇଙ୍କ ଠାରୁ ସାହାଯ୍ୟ ସହଯୋଗ ଲାଭ କରିପାରନ୍ତି । ଚିନ୍ତା ମୁକ୍ତ ରହିବେ । ବ୍ୟବସାୟ କ୍ଷେତ୍ରରେ ଆଶାତୀତ ଲାଭ ପାଇବେ । ବିଦେଶୀ ବନ୍ଧୁଙ୍କ ଦ୍ୱାରା ଅଧିକ ଉପକୃତ ହେବେ । 
ଆଦ୍ରା -  କର୍ମକ୍ଷେତ୍ରରେ ନିମ୍ନ ବର୍ଗୀୟ ବ୍ୟକ୍ତି ବିଶେଷଙ୍କ ଠାରୁ  ଲାଭବାନ୍ ହେବେ । ରାଜନୀତିରେ ପଛ କଥାକୁ ଚିନ୍ତା କରି ବିରକ୍ତି ପ୍ରକାଶ କଲେ ଅନିଷ୍ଟକର ପରିସ୍ଥିତି ସୃଷ୍ଟି ହେବ । ସଘର୍ଷ କରି ବିଜୟ ଲାଭ ପାଇବେ ।
ପୁନର୍ବସୁ - ନିଜ ପାଇଁ କିଛି ବାସୋପଯୋଗୀ ଭୂମି ବା ଘର କ୍ରୟ କରିପାରନ୍ତି । ଛାତ୍ରଛାତ୍ରୀମାନଙ୍କର ଧାର୍ମିକ ସାହିତ୍ୟ ପଢିବା ପାଇଁ ରୁଚି ବୃଦ୍ଧି ହେବ । ମହିଳାମାନଙ୍କର ପାରିବାରିକ ଜୀବନ ଆନନ୍ଦରେ କଟିବ ।

ପ୍ରତିକାର – ସବୁଜ ରଙ୍ଗର ପୋଷାକ ଭିକାରିକୁ ଦାନ କରନ୍ତୁ

ଶୁଭ ରଙ୍ଗ :ସବୁଜ

ଶୁଭ ସଂଖ୍ୟା :