• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 6th January 2023: ଏହି ରାଶିର ବ୍ୟକ୍ତି ଆଜି ସତର୍କ ରୁହନ୍ତୁ...

ସୌର ଧନୁ ମାସ ପୌଷ ଶୁକ୍ଲପକ୍ଷ । ଇଂରାଜୀରେ ୬ ତାରିଖ ଶୁକ୍ରବାର। ଚନ୍ଦ୍ର – ମିଥୁନ ଅହୋରାତ୍ର ତିଥି- ପୂର୍ଣ୍ଣିମା ନିଶାନ୍ତ ୦୪.୩୭ ଗତେ ପ୍ରତିପଦ, ଘାତ ଚନ୍ଦ୍ର- କନ୍ୟା ଅହୋରାତ୍ର, ଘାତ ବାର – ବିଛା, ଧନୁ ଓ ମୀନ ପୁଷ୍କର ଦୋଷ – ରାତ୍ରି ୧୨.୧୩ ଗତେ ୧ ପାଦ- କୁଟୁମ୍ଭହାନି- ତିଳକାଞନ ଦାନ।

Cancer

କର୍କଟ

Friday 06 Jan 2023

ପୁନର୍ବସୁ - ସାମାନ୍ୟ ଶାରୀରିକ ସମସ୍ୟା ଦେଖାଦେବା ସହ ଦୁର୍ବଳତା ଅନୁଭବ କରିବେ । ଦାମ୍ପତ୍ୟ ସୁଖରେ ଆଶାଜନକ ଫଳପ୍ରାପ୍ତି ହେବ । ବ୍ୟବସାୟ କ୍ଷେତ୍ରରେ ଅନେକ ଦିନ ଧରି ଚାଲିଥିବା ଦ୍ୱନ୍ଦର ସମାଧାନ ହେବ ।
ପୁଷ୍ୟା – ସମାଜ ସେବାରେ ଉଲ୍ଲେଖନୀୟ ସଫଳତା ଲାଭ କରିବେ । କର୍ମକ୍ଷେତ୍ରରେ ଈର୍ଷାପରାୟଣ ବ୍ୟକ୍ତିଙ୍କ ଦ୍ୱାରା ପୂରସ୍କୃତ ହେବେ । ଛାତ୍ରଛାତ୍ରୀମାନେ ଉଚ୍ଚଶିକ୍ଷା ଲାଭ କରିବା ପାଇଁ ବିଦେଶ ଗ୍ରସ୍ତ କରିପାରନ୍ତି । ରାଜନୀତିରେ ପ୍ରଗତିର ଭାବମୂର୍ତ୍ତି ରକ୍ଷା କରି ଚାଲିବା କଠିନ ହୋଇ ପଡିବ । 
ଅଶ୍ଳେଷା -  ରାସ୍ତାଘାଟରେ ଅତ୍ୟନ୍ତ ସତର୍କତା ସହ ଯାତାୟାତ କରିବା ଉଚିତ୍ । ମହିଳାମାନେ ପଡୋଶୀଙ୍କ ସହ ଭଲ ସମ୍ପର୍କ ସ୍ଥାପନ କରିବେ । ପୂର୍ବରୁ ଚାଲୁଥିବା ଆଇନଗତ ଲଢେଇରେ ବିଜୟ ଲାଭ କରିବେ ।

ପ୍ରତିକାର – ଭୂବନେଶ୍ୱରୀଙ୍କ ମନ୍ତ୍ର ପାଠ କରନ୍ତୁ 

ଶୁଭ ରଙ୍ଗ :ଧଳା

ଶୁଭ ସଂଖ୍ୟା :