• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 6th January 2023: ଏହି ରାଶିର ବ୍ୟକ୍ତି ଆଜି ସତର୍କ ରୁହନ୍ତୁ...

ସୌର ଧନୁ ମାସ ପୌଷ ଶୁକ୍ଲପକ୍ଷ । ଇଂରାଜୀରେ ୬ ତାରିଖ ଶୁକ୍ରବାର। ଚନ୍ଦ୍ର – ମିଥୁନ ଅହୋରାତ୍ର ତିଥି- ପୂର୍ଣ୍ଣିମା ନିଶାନ୍ତ ୦୪.୩୭ ଗତେ ପ୍ରତିପଦ, ଘାତ ଚନ୍ଦ୍ର- କନ୍ୟା ଅହୋରାତ୍ର, ଘାତ ବାର – ବିଛା, ଧନୁ ଓ ମୀନ ପୁଷ୍କର ଦୋଷ – ରାତ୍ରି ୧୨.୧୩ ଗତେ ୧ ପାଦ- କୁଟୁମ୍ଭହାନି- ତିଳକାଞନ ଦାନ।

Virgo

କନ୍ୟା

Friday 06 Jan 2023

ଉ , ଫାଲଗୁନୀ – ସ୍ୱାସ୍ଥ୍ୟଗତ ସମସ୍ୟାର ଉନ୍ନତି ହେବ । ଦୂରେଇ ଯାଇଥିବା ବନ୍ଧୁ ଅତି ଆପଣାର ହେବେ । ବ୍ୟବସାୟ-ବାଣିଜ୍ୟରେ ଆଶାନୁରୂପ ଫଳ ପ୍ରାପ୍ତି ପାଇଁ ଅତ୍ୟଧିକ ପରିଶ୍ରମ କରିବାକୁ ପଡିବ । ଖଣି ଓ ଜଙ୍ଗଲ କ୍ଷେତ୍ରରେ କର୍ମରତ ବ୍ୟକ୍ତିମାନେ ସତର୍କତା ଅବଲମ୍ବନ କରିବା ଉଚିତ୍।
ହସ୍ତା – ସାମାଜିକ କଲ୍ୟାଣ କାମରେ ପୂର୍ଣ୍ଣ ସହଯୋଗ କରି ପ୍ରଂଶସିତ ହେବେ । କର୍ମକ୍ଷେତ୍ରରେ ଜବରଦସ୍ତି ନ୍ୟାୟ ମିଳିବା ଫଳରେ ପଦୋନ୍ନତି ସୂଚନା ପାଇ ମନ ଆନନ୍ଦ ହେବ । ଖେଳାଳିମାନେ ଉତ୍ତମ ପ୍ରଦର୍ଶନ କରି ସମୀକ୍ଷକଙ୍କ ପ୍ରଂଶସା ଭାଜନ ହେବେ ।
ଚିତ୍ରା – ଜମି ବିବାଦୀୟ ପରିସ୍ଥିତି ଭିନ୍ନ ରୂପ ନେଇପାରେ । ମହିଳାମାନଙ୍କର ମାନସିକ ସ୍ଥିତି ଭଲ ରହିବ ନାହିଁ । ଧନ ପ୍ରାପ୍ତି ଆଦି ଶୁଭଫଳ ମଧ୍ୟ ପାଇବେ । ସାଂସ୍କୃତିକ କାର୍ଯ୍ୟକ୍ରମରେ ଯୋଗ ଦେବା ସକାଶେ ଆହୂତ ହୋଇପାରନ୍ତି । ରାଜନୀତି ଦୃଢ ହେବା ସହିତ ମୂଖ୍ୟ ଭୂମିକା ନିର୍ବାହ କରିବେ ।

ପ୍ରତିକାର -  ଓଁ ଶ୍ରୀଂ ମହାଲକ୍ଷ୍ନୀ ନମଃ ଜପ  କରନ୍ତୁ     

ଶୁଭ ରଙ୍ଗ :ସବୁଜ

ଶୁଭ ସଂଖ୍ୟା :