• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 6th January 2023: ଏହି ରାଶିର ବ୍ୟକ୍ତି ଆଜି ସତର୍କ ରୁହନ୍ତୁ...

ସୌର ଧନୁ ମାସ ପୌଷ ଶୁକ୍ଲପକ୍ଷ । ଇଂରାଜୀରେ ୬ ତାରିଖ ଶୁକ୍ରବାର। ଚନ୍ଦ୍ର – ମିଥୁନ ଅହୋରାତ୍ର ତିଥି- ପୂର୍ଣ୍ଣିମା ନିଶାନ୍ତ ୦୪.୩୭ ଗତେ ପ୍ରତିପଦ, ଘାତ ଚନ୍ଦ୍ର- କନ୍ୟା ଅହୋରାତ୍ର, ଘାତ ବାର – ବିଛା, ଧନୁ ଓ ମୀନ ପୁଷ୍କର ଦୋଷ – ରାତ୍ରି ୧୨.୧୩ ଗତେ ୧ ପାଦ- କୁଟୁମ୍ଭହାନି- ତିଳକାଞନ ଦାନ।

Libra

ତୁଳା

Friday 06 Jan 2023

ଚିତ୍ରା – ସ୍ୱାସ୍ଥ୍ୟସମସ୍ୟା ଦୂର ହୋଇ ଦୈନିକ କାର୍ଯ୍ୟ ଗତି ଉତ୍ସାହପୂର୍ଣ୍ଣ ହେବ । କାର୍ଯ୍ୟକ୍ଷେତ୍ରରେ ସୁଖ ଶାନ୍ତି ବୃଦ୍ଧି ହେବା ସହ ଉଚ୍ଚ ସମ୍ଭାବନାର ଆଶା ପାଇବେ ।  ଜୀବିକା ଅର୍ଜନରେ ସଫଳତା ଲାଭ  ପାଇବେ । ସାମାଜିକ ମାନସମ୍ମାନ ବୃଦ୍ଧି ପାଇବା ପାଇଁ ବ୍ୟକ୍ତିତ୍ୱର ବିକାଶ ଘଟିବ ।
ସ୍ୱାତୀ – ଖୋଳାଳିମାନେ ଉତ୍ତମ ପ୍ରଦର୍ଶନ କରି ସମୀକ୍ଷକଙ୍କ ପ୍ରଂଶସା ଭାଜନ ହେବେ । ସାମ୍ବାଦିକମାନେ ଶୁଭ ସମ୍ବାଦ ପାଇ ଉତ୍ସାହିତ ହେବେ । ବାଧ୍ୟବାଧକତାରେ  ଅନେକ ଟଙ୍କା ଖର୍ଚ୍ଚ କରି ଦୁଖିତ ରହିବେ । ଶିକ୍ଷାକ୍ଷେତ୍ରରେ ଅନେକ ସମସ୍ୟା ଦେଖାଦେବ ।
ବିଶାଖା – ମାଲିମକଦ୍ଦମାରେ ଚିନ୍ତାଗ୍ରସ୍ତ ରହିବେ । ମହିଳାମାନେ ନକାରତ୍ମକ ଚିନ୍ତାଧାରା ମନକୁ ସୃଷ୍ଟି ହେବ ।  ନିଜର ବାସସ୍ଥାନ କରିବା ପାଇଁ ନୂତନ ଜମିଜମା କ୍ରୟ କରିବା ପାଇଁ  ଯୋଜନା କରିପାରନ୍ତି ।

ପ୍ରତିକାର – ଭଗବାନଙ୍କର ମୀନ ଅବତାର ଫଟୋକୁ ପୂଜା କରନ୍ତୁ

ଶୁଭ ରଙ୍ଗ :ଧଳା

ଶୁଭ ସଂଖ୍ୟା :