• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 6th January 2023: ଏହି ରାଶିର ବ୍ୟକ୍ତି ଆଜି ସତର୍କ ରୁହନ୍ତୁ...

ସୌର ଧନୁ ମାସ ପୌଷ ଶୁକ୍ଲପକ୍ଷ । ଇଂରାଜୀରେ ୬ ତାରିଖ ଶୁକ୍ରବାର। ଚନ୍ଦ୍ର – ମିଥୁନ ଅହୋରାତ୍ର ତିଥି- ପୂର୍ଣ୍ଣିମା ନିଶାନ୍ତ ୦୪.୩୭ ଗତେ ପ୍ରତିପଦ, ଘାତ ଚନ୍ଦ୍ର- କନ୍ୟା ଅହୋରାତ୍ର, ଘାତ ବାର – ବିଛା, ଧନୁ ଓ ମୀନ ପୁଷ୍କର ଦୋଷ – ରାତ୍ରି ୧୨.୧୩ ଗତେ ୧ ପାଦ- କୁଟୁମ୍ଭହାନି- ତିଳକାଞନ ଦାନ।

Scorpio

ବିଛା

Friday 06 Jan 2023

ବିଶାଖା – ଶାରୀରିକ ଅସୁସ୍ଥତା ଅନୁଭବ କରିପାରନ୍ତି । ଭାଇ ବନ୍ଧୁମାନେ ସାହାଯ୍ୟ ପାଇ ଆନୁଷ୍ଠାନିକ କାମ ହାସଲ କରିବେ । ଔଷଧ ସମ୍ବନ୍ଧୀୟ ବ୍ୟବସାୟରେ ଅନେକ ସଫଳତା ପାଇବେ ।  କର୍ମକ୍ଷେତ୍ରରେ ଅତ୍ୟଧିକ ପରିଶ୍ରମ କରିବେ ।
ଅନୁରାଧା – ସାମାଜିକ ପ୍ରତିଷ୍ଠା ଓ ମାନ ସମ୍ମାନ ବୃଦ୍ଧି ହେବ । ସାଂସ୍କୃତିକ ପରିବେଶରେ ଯୋଗ ଦାନ ଦେବେ । ଶିଳ୍ପ ବାଣିଜ୍ୟରେ କ୍ଷେତ୍ରରେ ଅଭିବୃଦ୍ଧି ଘଟିପାରେ । କିଛି  ଯାନ୍ତ୍ରିକ ଜିନିଷ ଉପକରଣ କ୍ରୟ କରିପାରନ୍ତି । ଉଚ୍ଚବିଦ୍ୟା ଅଧ୍ୟୟନ ପାଇଁ ବିଦେଶକୁ ଯାଇ ପାରନ୍ତି ।
ଜ୍ୟେଷ୍ଠା  –  ପୈତୃକ ସମ୍ପତ୍ତିର ସମାଧାନ ହୋଇଯିବ । ପଛ କଥା ନଭାବି ବର୍ତ୍ତମାନ ପରିସ୍ଥିତିକୁ ସାମ୍ନା କରିବେ । ସୁନ୍ଦର କଳ୍ପନାରେ ବିଭୋର ରହିବେ । ମହିଳାମାନେ ଉତ୍ସାହିତ ରହିବେ।

ପ୍ରତିକାର – ଓଁ  ଅଂ ଅଙ୍ଗାରକାୟ ଜପ କରନ୍ତୁ

ଶୁଭ ରଙ୍ଗ :ଲାଲ୍

ଶୁଭ ସଂଖ୍ୟା :