• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 6th January 2023: ଏହି ରାଶିର ବ୍ୟକ୍ତି ଆଜି ସତର୍କ ରୁହନ୍ତୁ...

ସୌର ଧନୁ ମାସ ପୌଷ ଶୁକ୍ଲପକ୍ଷ । ଇଂରାଜୀରେ ୬ ତାରିଖ ଶୁକ୍ରବାର। ଚନ୍ଦ୍ର – ମିଥୁନ ଅହୋରାତ୍ର ତିଥି- ପୂର୍ଣ୍ଣିମା ନିଶାନ୍ତ ୦୪.୩୭ ଗତେ ପ୍ରତିପଦ, ଘାତ ଚନ୍ଦ୍ର- କନ୍ୟା ଅହୋରାତ୍ର, ଘାତ ବାର – ବିଛା, ଧନୁ ଓ ମୀନ ପୁଷ୍କର ଦୋଷ – ରାତ୍ରି ୧୨.୧୩ ଗତେ ୧ ପାଦ- କୁଟୁମ୍ଭହାନି- ତିଳକାଞନ ଦାନ।

Sagittarius

ଧନୁ

Friday 06 Jan 2023

ମୂଳା – ସ୍ୱାସ୍ଥ୍ୟ କ୍ଷେତ୍ରରେ ହାଡ ଜନିତ ସମସ୍ୟା ଦେଖାଦେଇପାରେ । କର୍ମକ୍ଷେତ୍ରରେ ବିଶେଷ ଅସୁବିଧା ରହିବ ନାହିଁ । ପାରିବାରିକ ବିଶୃଙ୍ଖଳା ଦେଖାଦେବା ସହିତ ସମ୍ପର୍କରେ ସାମାନ୍ୟ ତିକ୍ତତା ଆସିପାରେ । ଅଧିକ ପରିଶ୍ରମ ହେତୁ ଦେହରେ ଦୁର୍ବଳତା ଦେଖାଦେବ ।
ପୂ , ଷାଢା – ସମାଜ ସେବାରେ ବେଶ୍ ଆନନ୍ଦ ଅନୁଭବ କରିବେ । ବାଣିଜ୍ୟ, ବ୍ୟବସାୟରେ ମଧ୍ୟ ଶିଥିଳତା ଦେଖାଦେବ । ଛାତ୍ରଛାତ୍ରୀମାନେ ପଢାରେ ସହଯୋଗ ପାଇବେ । ରାଜନୀତିରେ ଆଗ୍ରହ ବଢିପାରେ ।
ଉ , ଷାଢା –  ନିଜର ଦକ୍ଷତା ଅନୁସାରେ କର୍ମକ୍ଷେତ୍ରରେ ଉଚ୍ଚତର ପଦ ପାଇପାରନ୍ତି । କୋର୍ଟକଚେରୀ ମାମଲାରେ ସାମୟିକ ଦୁଶ୍ଚିନ୍ତାରୁ ରକ୍ଷା ପାଇ ପାରିବେନି । ମହିଳାମାନେ ଦୁଃଖିତ ରହିବେ ।

ପ୍ରତିକାର – ବୃହସ୍ପତିଙ୍କର ମନ୍ତ୍ର ପାଠ କରନ୍ତୁ 

ଶୁଭ ରଙ୍ଗ :ହଳଦିଆ

ଶୁଭ ସଂଖ୍ୟା :