• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 6th January 2023: ଏହି ରାଶିର ବ୍ୟକ୍ତି ଆଜି ସତର୍କ ରୁହନ୍ତୁ...

ସୌର ଧନୁ ମାସ ପୌଷ ଶୁକ୍ଲପକ୍ଷ । ଇଂରାଜୀରେ ୬ ତାରିଖ ଶୁକ୍ରବାର। ଚନ୍ଦ୍ର – ମିଥୁନ ଅହୋରାତ୍ର ତିଥି- ପୂର୍ଣ୍ଣିମା ନିଶାନ୍ତ ୦୪.୩୭ ଗତେ ପ୍ରତିପଦ, ଘାତ ଚନ୍ଦ୍ର- କନ୍ୟା ଅହୋରାତ୍ର, ଘାତ ବାର – ବିଛା, ଧନୁ ଓ ମୀନ ପୁଷ୍କର ଦୋଷ – ରାତ୍ରି ୧୨.୧୩ ଗତେ ୧ ପାଦ- କୁଟୁମ୍ଭହାନି- ତିଳକାଞନ ଦାନ।

Capricorn

ମକର

Friday 06 Jan 2023

ଉ , ଷାଢା -  ମଧୁର କଥାରେ ପରକୁ ଆପଣାର କରିପାରନ୍ତି । ଥଣ୍ଡା ଜନିତ ଅସୁସ୍ଥତା ଅନୁଭବ କରିବେ । ବ୍ୟବସାୟରେ ଲାଭଜନକ ହେବ । ପୂର୍ବରୁ କରିଥିବା କର୍ମ ପାଇଁ ପୁରସ୍କୃତ ହୋଇପାରନ୍ତି । ରହୁଥିବା ସ୍ଥାନ ପରିବର୍ତ୍ତନ କରିପାରନ୍ତି।
ଶ୍ରବଣା – ସରକାରୀ ଓ ବେସରକାରୀ ସ୍ତରରେ ସମ୍ମାନିତ ହେବ । ବିଦ୍ୟାର୍ଥୀମାନେ ଦିଦ୍ୟାପ୍ରେମୀ ହୋଇପାରନ୍ତି ।   ରାଜନୈତିକ ସ୍ତରରେ ପ୍ରଂଶସିତ ହେବେ । ଧାର୍ଯ୍ୟ କରିଥିବା ଲକ୍ଷ୍ୟ ପୂରଣ କରିବେ । ଜମିଜମା ଜନିତ କ୍ରୟ,ବିକ୍ରୟରୁ ଲାଭ କମାଇ ପାରିବେ ।
ଧନିଷ୍ଠା – ବିବାଦରେ ମଧ୍ୟସ୍ଥି କରିବାରେ ନିବୃତ ରୁହନ୍ତୁ । ମହିଳାମାନେ ଭ୍ରମଣର ସୁଯୋଗ ପାଇବେ । କୌଣସି ଧର୍ମାନୁଷ୍ଠାନରେ ମୁଖିଆ ଭାବରେ ଦାୟିତ୍ୱ ତୁଲାଇ ପାରନ୍ତି । । ଆତ୍ମ ବିଶ୍ୱାସ ଓ ଆଶାକୁ ନେଇ ଆଗକୁ ବଢିବେ ।

ପ୍ରତିକାର – ଦକ୍ଷିଣ କାଳୀଙ୍କୁ ପୂଜା କରନ୍ତୁ

ଶୁଭ ରଙ୍ଗ :ନୀଳ

ଶୁଭ ସଂଖ୍ୟା :