• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 6th July 2023: ଏହି ରାଶିର ବ୍ୟକ୍ତି ଆଜି ଯେଉଁ କାମରେ ହାତ ଦେବେ ନିଶ୍ଚିତ ସଫଳତା ପାଇବେ

ସୈାର ମିଥୁନ ମାସ ଶ୍ରାବଣ କୃଷ୍ଣପକ୍ଷ । ଇଂରାଜୀରେ ୦୬ ତାରିଖ ଗୁରୁବାର । ଚନ୍ଦ୍ର – ମକର ଅହୋରାତ୍ର,ତିଥି – ୩ୟା ପ୍ରାତଃ ୦୬.୩୦ ଗତେ ୪ର୍ଥୀ (କ୍ଷୟ) ରାତ୍ରି ୦୩.୧୨ ଗତେ ୫ମୀ,ଘାତ ଚନ୍ଦ୍ର – ସିଂହ ଦିବା ୦୧.୩୮ ଗତେ ମିଥୁନ, ମୀନ,ଘାତ ବାର – ତୁଳା, କୁମ୍ଭ,ପୁଷ୍କର ଦୋଷ – ନାସ୍ତି

Aries

ମେଷ

Thursday 06 Jul 2023

ଅଶ୍ୱନୀ- ଲାଗି ରହିଥିବା ଦେହ ପିଡାରୁ ମୁକ୍ତ ରହିବେ । କୈାଣସି ସମ୍ବନ୍ଧକୁ ନେଇ ଅଧିକ ଭାବପ୍ରବଣ ରହିବେ । କର୍ମକ୍ଷେତ୍ରରେ ଦକ୍ଷତା ଓ ସମୟାନୁବର୍ତ୍ତିତା କାରଣରୁ ଉଚ୍ଚପ୍ରଶଂସିତ ହେବେ।

ଦ୍ୱିଜା- ସରକାରୀ ସ୍ତରରୁ ବହୁ ପ୍ରତୀକ୍ଷିତ ଖବରଟି ଅପରାହ୍ନରେ ପାଇ ଖୁସି ହେବେ। ନିର୍ମାଣ, ପ୍ରକାଶନ, କଚେରି ମାମଲା ଓ ପ୍ରଶାସନିକ କ୍ଷେତ୍ରରେ ଦ୍ୱନ୍ଦ୍ୱ ଦୂର ହେବ।

କୃତିକା- ବିଭିନ୍ନ ପ୍ରକାର ଘରୋଇ ସମସ୍ୟା ମଧ୍ୟରେ ଅଣନିଃଶ୍ୱାସୀ ହୋଇପାରନ୍ତି । ବନ୍ଧୁମାନଙ୍କୁ ମିଠା କଥା ଦ୍ୱାରା କରି କାମ ହାସଲ କରିବେ।

ପ୍ରତିକାର - ଇଷ୍ଟଦେବ ନୃସିଂହ ମନ୍ତ୍ର ପାଠ କରନ୍ତୁ

ଶୁଭ ରଙ୍ଗ :ଲାଲ୍

ଶୁଭ ସଂଖ୍ୟା :