ସୈାର ମିଥୁନ ମାସ ଶ୍ରାବଣ କୃଷ୍ଣପକ୍ଷ । ଇଂରାଜୀରେ ୦୬ ତାରିଖ ଗୁରୁବାର । ଚନ୍ଦ୍ର – ମକର ଅହୋରାତ୍ର,ତିଥି – ୩ୟା ପ୍ରାତଃ ୦୬.୩୦ ଗତେ ୪ର୍ଥୀ (କ୍ଷୟ) ରାତ୍ରି ୦୩.୧୨ ଗତେ ୫ମୀ,ଘାତ ଚନ୍ଦ୍ର – ସିଂହ ଦିବା ୦୧.୩୮ ଗତେ ମିଥୁନ, ମୀନ,ଘାତ ବାର – ତୁଳା, କୁମ୍ଭ,ପୁଷ୍କର ଦୋଷ – ନାସ୍ତି
କୃତିକା- ଅସୁବିଧାବଶତଃ ଅତ୍ୟାବଶ୍ୟକ କାମଗୁଡ଼ିକ ଅଟକି ରହିଥିବା କାରଣରୁ ଚିନ୍ତାକରି ଅନ୍ୟମନସ୍କ ରହିପାରନ୍ତି । ବନ୍ଧୁଙ୍କ ସହ ଆଳାପରେ ଅଧିକାଂଶ ସମୟ କଟାଇବେ।
ରୋହିଣୀ- ପ୍ରିୟବନ୍ଧୁଙ୍କୁ ଦେଇଥିବା ଅର୍ଥକୁ କେନ୍ଦ୍ରକରି କିଛି ସମସ୍ୟାର ସୂଚନା ରହିଛି। ନିଜ ସାମର୍ଥ୍ୟ ଅନୁଯାୟୀ ସରଳ ଭାବେ କାମ ପୁରା କରିବେ । ବିଦ୍ୟାର୍ଥୀ ମାନେ ନାନା ସମସ୍ୟାରେ ଆଗେଇବେ ।
ମୃଗଶିରା- ଜମିଜମା, ଗୃହସୀମା ଓ ଆନୁଷ୍ଠାନିକ କର୍ମରେ ସମସ୍ୟା ଲାଗି ରହିବ। ପଡ଼ୋଶୀଙ୍କ ସହ ସମ୍ପର୍କ ହାନି ଘଟିପାରେ। ଧର୍ମାନୁଷ୍ଠାନ ଦିଗରୁ ପ୍ରେରଣା ଲାଭ କରିବେ ଏବଂ କୃତକାର୍ୟ୍ୟ ମଧ୍ୟ ହେବେ
ପ୍ରତିକାର – ପାଣିରେ ଟିକେ ହଳଦୀ ମିଶେଇ ଗାଧାନ୍ତୁ
ଶୁଭ ରଙ୍ଗ :ଧଳା
ଶୁଭ ସଂଖ୍ୟା :୬