• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 6th July 2023: ଏହି ରାଶିର ବ୍ୟକ୍ତି ଆଜି ଯେଉଁ କାମରେ ହାତ ଦେବେ ନିଶ୍ଚିତ ସଫଳତା ପାଇବେ

ସୈାର ମିଥୁନ ମାସ ଶ୍ରାବଣ କୃଷ୍ଣପକ୍ଷ । ଇଂରାଜୀରେ ୦୬ ତାରିଖ ଗୁରୁବାର । ଚନ୍ଦ୍ର – ମକର ଅହୋରାତ୍ର,ତିଥି – ୩ୟା ପ୍ରାତଃ ୦୬.୩୦ ଗତେ ୪ର୍ଥୀ (କ୍ଷୟ) ରାତ୍ରି ୦୩.୧୨ ଗତେ ୫ମୀ,ଘାତ ଚନ୍ଦ୍ର – ସିଂହ ଦିବା ୦୧.୩୮ ଗତେ ମିଥୁନ, ମୀନ,ଘାତ ବାର – ତୁଳା, କୁମ୍ଭ,ପୁଷ୍କର ଦୋଷ – ନାସ୍ତି

Pisces

ମୀନ

Thursday 06 Jul 2023

ପୂ, ଭାଦ୍ରପଦ- ବନ୍ଧୁଙ୍କ ସାହାଯ୍ୟରେ ଆଜିର କାମଗୁଡିକ ସୁବିଧାରେ ସମ୍ପନ୍ନ ହୋଇଯିବ। କ୍ରୀଡ଼ା, ଚଳଚ୍ଚିତ୍ର, କଳା, ସାହିତ୍ୟ, ସଙ୍ଗୀତ କ୍ଷେତ୍ରରେ ଉନ୍ନତି କରିବେ। ବ୍ୟବସାୟ ବାଣିଜ୍ୟ କ୍ଷେତ୍ରରେ ଉଚ୍ଚ ଫଳ ପ୍ରାପ୍ତି ହୋଇପାରେ

ଉ, ଭାଦ୍ରପଦ- ପ୍ରତ୍ୟେକ କ୍ଷେତ୍ରରେ ଦୁଃସାହସିକ ପଦକ୍ଷେପ ନେଇ କୃତକାର‌୍ୟ୍ୟ ହେବେ। ନିଜ ଲୋକମାନେ ଯେତେ ସମସ୍ୟା ସୃଷ୍ଟି କଲେ ମଧ୍ୟ ଯଥା ସମୟରେ ସବୁ କିଛି ଠିକ୍ ହୋଇଯିବ।

ରେବତୀ- ସମସ୍ୟାକୁ ପ୍ରତିହତ କରି ଆଗକୁ ବଢ଼ିବା ସକାଶେ ପଦକ୍ଷେପ ନେବେ। ସ୍ବାସ୍ଥ୍ୟ ସମସ୍ୟା ନିୟନ୍ତ୍ରଣ ମଧ୍ୟରେ ଥିଲେ ମଧ୍ୟ ସନ୍ତାନଙ୍କ ବିଶୃଙ୍ଖଳିତ ଆଚରଣ ମନକୁ ଭାରାକ୍ରାନ୍ତ କରିପାରେ।

ପ୍ରତିକାର – ଗୋମାତାଙ୍କୁ ଗୁଡ,ବୁଟ, ପାଚୀଲା କନ୍ଦଳୀ ଖାଇବାକୁ ଦିଅନ୍ତୁ

ଶୁଭ ରଙ୍ଗ :ହଳଦିଆ

ଶୁଭ ସଂଖ୍ୟା :