• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 6th July 2023: ଏହି ରାଶିର ବ୍ୟକ୍ତି ଆଜି ଯେଉଁ କାମରେ ହାତ ଦେବେ ନିଶ୍ଚିତ ସଫଳତା ପାଇବେ

ସୈାର ମିଥୁନ ମାସ ଶ୍ରାବଣ କୃଷ୍ଣପକ୍ଷ । ଇଂରାଜୀରେ ୦୬ ତାରିଖ ଗୁରୁବାର । ଚନ୍ଦ୍ର – ମକର ଅହୋରାତ୍ର,ତିଥି – ୩ୟା ପ୍ରାତଃ ୦୬.୩୦ ଗତେ ୪ର୍ଥୀ (କ୍ଷୟ) ରାତ୍ରି ୦୩.୧୨ ଗତେ ୫ମୀ,ଘାତ ଚନ୍ଦ୍ର – ସିଂହ ଦିବା ୦୧.୩୮ ଗତେ ମିଥୁନ, ମୀନ,ଘାତ ବାର – ତୁଳା, କୁମ୍ଭ,ପୁଷ୍କର ଦୋଷ – ନାସ୍ତି

Gemini

ମିଥୁନ

Thursday 06 Jul 2023

ମୃଗଶିରା- ଗୃହ, ଯାନବାହନ ତଥା ଯାନ୍ତ୍ରିକ ଜିନିଷର ମରାମତି ପାଇଁ ବ୍ୟଗ୍ରତା ପ୍ରକାଶ କରିପାରନ୍ତି । ଆନୁଷ୍ଠାନିକ କାମଗୁଡ଼ିକ ସମ୍ପୂର୍ଣ୍ଣ ହେବା କଷ୍ଟକର ହୋଇପଡ଼ିବ। କ୍ରନିକ୍ ରୋଗଜନିତ ପୀଡ଼ା ଅନୁଭବ କରିପାରନ୍ତି।

ଆଦ୍ରା- ଅତି ଭଲ ସମ୍ପର୍କ ଥିବା ମିତ୍ରମାନେ ପରୋକ୍ଷ ଭାବେ ଶତ୍ରୁତା ଆଚରଣ କରିବେ। ବନ୍ଧୁମାନେ ଆବଶ୍ୟକ ସହଯୋଗ କରିବେ ଏବଂ ମଧ୍ୟାହ୍ନରେ ଟେନସନ୍ ଦୂର ହେବ।

ପୁନର୍ବସୁ- ପୂର୍ବ ଯୋଜନାନୁଯାୟୀ ଆତ୍ମୀୟଙ୍କ ସହ ସୁଖଭ୍ରମଣ ଯୋଗ ରହିଛି। ଗୃହ, ଜମିଜମା, ମାଲିମକଦ୍ଦମା ସମ୍ପର୍କୀୟ ଆଲୋଚନା ବିଗିଡ଼ି ଯାଇପାରେ।

ପ୍ରତିକାର – ତ୍ରିପୁରା ସୁନ୍ଦରୀଙ୍କର ଯନ୍ତ୍ରିକା ମହାକବଚ ଧାରଣ କରନ୍ତୁ

ଶୁଭ ରଙ୍ଗ :ସବୁଜ

ଶୁଭ ସଂଖ୍ୟା :