• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 6th July 2023: ଏହି ରାଶିର ବ୍ୟକ୍ତି ଆଜି ଯେଉଁ କାମରେ ହାତ ଦେବେ ନିଶ୍ଚିତ ସଫଳତା ପାଇବେ

ସୈାର ମିଥୁନ ମାସ ଶ୍ରାବଣ କୃଷ୍ଣପକ୍ଷ । ଇଂରାଜୀରେ ୦୬ ତାରିଖ ଗୁରୁବାର । ଚନ୍ଦ୍ର – ମକର ଅହୋରାତ୍ର,ତିଥି – ୩ୟା ପ୍ରାତଃ ୦୬.୩୦ ଗତେ ୪ର୍ଥୀ (କ୍ଷୟ) ରାତ୍ରି ୦୩.୧୨ ଗତେ ୫ମୀ,ଘାତ ଚନ୍ଦ୍ର – ସିଂହ ଦିବା ୦୧.୩୮ ଗତେ ମିଥୁନ, ମୀନ,ଘାତ ବାର – ତୁଳା, କୁମ୍ଭ,ପୁଷ୍କର ଦୋଷ – ନାସ୍ତି

Cancer

କର୍କଟ

Thursday 06 Jul 2023

ପୁନର୍ବସୁ- ଯେଉଁ କାମରେ ହାତ ଦେବେ ନିଶ୍ଚିତ ସଫଳତା ପାଇବେ। ପରିବାର ଭିତରେ ସାଧାରଣ କଥାକୁ ଜଟିଳ ଆକାରରେ ଗ୍ରହଣ କରି ଦ୍ୱନ୍ଦ୍ୱର ସମ୍ମୁଖୀନ ହୋଇପାରନ୍ତି। ସାହିତ୍ୟ, କଳା ଓ ରଚନାତ୍ମକ କାମରେ ଉଚ୍ଚ ପ୍ରଶଂସା ମିଳିବ।

ପୁଷ୍ୟା- ସନ୍ତାନଙ୍କ ସ୍ବାସ୍ଥ୍ୟ ଓ ସ୍ବଭାବ ଯୋଗୁ ବିଚଳିତ ହେବେ। ବାଣିଜ୍ୟ, ପରିବହନ, ପ୍ଲଟିଂ କାରବାର, ଆଲୋଚନା ଓ କଚେରି ମାମଲା କ୍ଷେତ୍ରରେ ଶୁଭଫଳ ମିଳିବ।

ଅଶ୍ଳେଷା- ଛୋଟ ଛୋଟ କଥାକୁ ଚିନ୍ତାକରି ସମସ୍ୟାକୁ ବଢ଼ାଇ ଦେଇପାରନ୍ତି । କୌଣସି ବ୍ୟକ୍ତିଠାରୁ କିଛି କଥା ଶୁଣି ନିଜ ଲୋକଙ୍କୁ ଭୁଲ୍ ବୁଝିବେ। ଚେଷ୍ଟା କରୁଥିବା କାମର ସଫଳତାରେ ଆନନ୍ଦ ଅନୁଭବ କରିବେ।

ପ୍ରତିକାର – ବୁଲା କୁକୁରକୁ ଖାଇବାକୁ ଦିଅନ୍ତୁ

ଶୁଭ ରଙ୍ଗ :ଧଳା

ଶୁଭ ସଂଖ୍ୟା :