• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 6th July 2023: ଏହି ରାଶିର ବ୍ୟକ୍ତି ଆଜି ଯେଉଁ କାମରେ ହାତ ଦେବେ ନିଶ୍ଚିତ ସଫଳତା ପାଇବେ

ସୈାର ମିଥୁନ ମାସ ଶ୍ରାବଣ କୃଷ୍ଣପକ୍ଷ । ଇଂରାଜୀରେ ୦୬ ତାରିଖ ଗୁରୁବାର । ଚନ୍ଦ୍ର – ମକର ଅହୋରାତ୍ର,ତିଥି – ୩ୟା ପ୍ରାତଃ ୦୬.୩୦ ଗତେ ୪ର୍ଥୀ (କ୍ଷୟ) ରାତ୍ରି ୦୩.୧୨ ଗତେ ୫ମୀ,ଘାତ ଚନ୍ଦ୍ର – ସିଂହ ଦିବା ୦୧.୩୮ ଗତେ ମିଥୁନ, ମୀନ,ଘାତ ବାର – ତୁଳା, କୁମ୍ଭ,ପୁଷ୍କର ଦୋଷ – ନାସ୍ତି

Leo

ସିଂହ

Thursday 06 Jul 2023

ମଘା- କର୍ମକ୍ଷେତ୍ରରେ ବିଭିନ୍ନ ସମସ୍ୟା ସାଙ୍ଗକୁ ପ୍ରତିବନ୍ଧକର ସମ୍ମୁଖୀନ ହେବାକୁ ପଡ଼ିପାରେ। କଳା, ସାହିତ୍ୟ, ସଙ୍ଗୀତ, ସାମ୍ବାଦିକତା, କ୍ରୀଡ଼ା ଓ ଚଳଚ୍ଚିତ୍ର କ୍ଷେତ୍ରରୁ ସୁଫଳ ମିଳିବ। ବିବାଦ ଭିତରକୁ ଟାଣି ହୋଇଯିବାର ଆଶଙ୍କା ରହିଛି।

ପୂ- ଫାଲ୍‌ଗୁନୀ- ପାରିବାରିକ ସମସ୍ୟା ସକାଶେ ମାନସିକ ଅସ୍ଥିରତା ସୃଷ୍ଟି ହେବାର ସୂଚନା ରହିଛି। ବନ୍ଧୁଙ୍କଠାରୁ ମିଥ୍ୟା ଗୁଜବ ଶୁଣି ଆତଙ୍କିତ ହୁଅନ୍ତୁ ନାହିଁ । ଶିଳ୍ପ, ବାଣିଜ୍ୟ, ପରିବହନ ଓ ବ୍ୟବସାୟରେ ଅନ୍ୟମାନଙ୍କ ବ୍ୟାପାରରେ ମୁଣ୍ଡ ପୂରାନ୍ତୁ ନାହିଁ।

ଉ- ଫାଲ୍‌ଗୁନୀ- ସମ୍ପର୍କୀୟଙ୍କୁ ସାହାଯ୍ୟ କରିବାକୁ ଯାଇ ନିଜେ ଅସୁବିଧାରେ ପଡ଼ିପାରନ୍ତି। ବିଳମ୍ବରେ କାମଗୁଡ଼ିକ ସମ୍ପନ୍ନ ହେବା କାରଣରୁ ବ୍ୟସ୍ତତା ବୃଦ୍ଧି ପାଇବ। ପରିଜନଙ୍କ ସହ ପ୍ରତ୍ୟୁଷ ଯାତ୍ରାରେ ସଫଳତା ପାଇବେ ଓ ଲକ୍ଷ୍ୟ ହାସଲ କରିବେ।

ପ୍ରତିକାର – ମାଆ ବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ

ଶୁଭ ରଙ୍ଗ :ନାରଙ୍ଗୀ

ଶୁଭ ସଂଖ୍ୟା :