• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 6th July 2023: ଏହି ରାଶିର ବ୍ୟକ୍ତି ଆଜି ଯେଉଁ କାମରେ ହାତ ଦେବେ ନିଶ୍ଚିତ ସଫଳତା ପାଇବେ

ସୈାର ମିଥୁନ ମାସ ଶ୍ରାବଣ କୃଷ୍ଣପକ୍ଷ । ଇଂରାଜୀରେ ୦୬ ତାରିଖ ଗୁରୁବାର । ଚନ୍ଦ୍ର – ମକର ଅହୋରାତ୍ର,ତିଥି – ୩ୟା ପ୍ରାତଃ ୦୬.୩୦ ଗତେ ୪ର୍ଥୀ (କ୍ଷୟ) ରାତ୍ରି ୦୩.୧୨ ଗତେ ୫ମୀ,ଘାତ ଚନ୍ଦ୍ର – ସିଂହ ଦିବା ୦୧.୩୮ ଗତେ ମିଥୁନ, ମୀନ,ଘାତ ବାର – ତୁଳା, କୁମ୍ଭ,ପୁଷ୍କର ଦୋଷ – ନାସ୍ତି

Virgo

କନ୍ୟା

Thursday 06 Jul 2023

ଉ- ଫାଲ୍‌ଗୁନୀ- ବିଶେଷ କିଛି ଅସୁବିଧା ନ ଥିଲେ ମଧ୍ୟ କେତେକ ଘରୋଇ କାରଣକୁ ନେଇ ମନ ବିଚଳିତ ରହିବ । ବାରମ୍ବାର ସ୍ବାସ୍ଥ୍ୟ ଖରାପ ଦେଖାଦେଇପାରେ

ହସ୍ତା- ବ୍ୟବସାୟରେ ସାଧାରଣ ସମସ୍ୟାଟି ପାଇଁ ବିଶେଷ ଅସୁବିଧା ହେବ ନାହିଁ । ସ୍ବାସ୍ଥ୍ୟ ସମସ୍ୟା ଯୋଗୁ ମାନସିକ ସୁସ୍ଥତା ବ୍ୟାହତ ହୋଇପାରେ।

ଚିତ୍ରା- ଅନ୍ୟମାନଙ୍କ ବିବାଦୀୟ କଥାରେ ମୁଣ୍ଡ ନ ପୂରାଇବା ଭଲ । ବନ୍ଧୁ ସାହାଯ୍ୟ ସହଯୋଗର ପ୍ରତିଶ୍ରୁତି ରକ୍ଷା କରିବେ। ସଭାସମିତି, ଆଲୋଚନା କ୍ଷେତ୍ର ପାଇଁ ଅନୁକୂଳ ପରିବେଶ ସୃଷ୍ଟି ହୋଇପାରେ।

ପ୍ରତିକାର – ଗରିବଙ୍କୁ କିଛି ଖାଦ୍ୟ ଦାନ କରନ୍ତୁ

ଶୁଭ ରଙ୍ଗ :ସବୁଜ

ଶୁଭ ସଂଖ୍ୟା :