• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 6th July 2023: ଏହି ରାଶିର ବ୍ୟକ୍ତି ଆଜି ଯେଉଁ କାମରେ ହାତ ଦେବେ ନିଶ୍ଚିତ ସଫଳତା ପାଇବେ

ସୈାର ମିଥୁନ ମାସ ଶ୍ରାବଣ କୃଷ୍ଣପକ୍ଷ । ଇଂରାଜୀରେ ୦୬ ତାରିଖ ଗୁରୁବାର । ଚନ୍ଦ୍ର – ମକର ଅହୋରାତ୍ର,ତିଥି – ୩ୟା ପ୍ରାତଃ ୦୬.୩୦ ଗତେ ୪ର୍ଥୀ (କ୍ଷୟ) ରାତ୍ରି ୦୩.୧୨ ଗତେ ୫ମୀ,ଘାତ ଚନ୍ଦ୍ର – ସିଂହ ଦିବା ୦୧.୩୮ ଗତେ ମିଥୁନ, ମୀନ,ଘାତ ବାର – ତୁଳା, କୁମ୍ଭ,ପୁଷ୍କର ଦୋଷ – ନାସ୍ତି

Libra

ତୁଳା

Thursday 06 Jul 2023

ଚିତ୍ରା- ଯେଉଁ କାମ ହାତକୁ ନେଇଛନ୍ତି ତାହା ସହଜରେ ସମ୍ପନ୍ନ କରିବାରେ କୌଣସି ଅସୁବିଧା ହେବନାହିଁ । ବ୍ୟବସାୟରେ ସମସ୍ୟାକୁ ସୁଧାରି ନେବେ ଓ ନୂତନ ବାଣିଜ୍ୟ ଯୋଡ଼ିବା ପାଇଁ ଚିନ୍ତା କରିବେ।

ସ୍ୱାତୀ- ଆଜି ଦୂରଯାତ୍ରା, ବାଣିଜ୍ୟ, ପରିବହନ, ବନ୍ଧୁବାନ୍ଧବ କ୍ଷେତ୍ରରେ ସୁଫଳ ପାଇବେ। ବ୍ୟକ୍ତି ସବୁକଥାକୁ ଭଲରୂପେ ବିଚାରି କାମ ନ କଲେ ସମସ୍ୟା ମାଡ଼ି ଆସିପାରେ।

ବିଶାଖା- ଯେତିକି ପାଇବେ ତାହାର ଦୁଇଗୁଣା ଖର୍ଚ୍ଚ କରିବାକୁ ବାଧ୍ୟ ହେବେ। ବ୍ୟକ୍ତିଙ୍କର ଇଚ୍ଛା ନ ଥିଲେ ସୁଦ୍ଧା ହଠାତ୍ ଦୂରକୁ ଯିବାକୁ ପଡ଼ିପାରେ। ଅବଶ୍ୟ କର୍ମକ୍ଷେତ୍ରର ଅସମ୍ପୂର୍ଣ୍ଣ କାମକୁ ସମ୍ପୂର୍ଣ୍ଣ କରିବେ।

ପ୍ରତିକାର – ଗୋମାତାଙ୍କୁ କିଛି ଖାଇବାକୁ ଦିଅନ୍ତୁ

ଶୁଭ ରଙ୍ଗ :ଧଳା

ଶୁଭ ସଂଖ୍ୟା :