• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 6th July 2023: ଏହି ରାଶିର ବ୍ୟକ୍ତି ଆଜି ଯେଉଁ କାମରେ ହାତ ଦେବେ ନିଶ୍ଚିତ ସଫଳତା ପାଇବେ

ସୈାର ମିଥୁନ ମାସ ଶ୍ରାବଣ କୃଷ୍ଣପକ୍ଷ । ଇଂରାଜୀରେ ୦୬ ତାରିଖ ଗୁରୁବାର । ଚନ୍ଦ୍ର – ମକର ଅହୋରାତ୍ର,ତିଥି – ୩ୟା ପ୍ରାତଃ ୦୬.୩୦ ଗତେ ୪ର୍ଥୀ (କ୍ଷୟ) ରାତ୍ରି ୦୩.୧୨ ଗତେ ୫ମୀ,ଘାତ ଚନ୍ଦ୍ର – ସିଂହ ଦିବା ୦୧.୩୮ ଗତେ ମିଥୁନ, ମୀନ,ଘାତ ବାର – ତୁଳା, କୁମ୍ଭ,ପୁଷ୍କର ଦୋଷ – ନାସ୍ତି

Scorpio

ବିଛା

Thursday 06 Jul 2023

ବିଶାଖା- ପାରିବାରିକ ସ୍ଥିତିରେ ଭୁଲ୍ ଖବର ପାଇ ସାମୟିକ ଭାବରେ ବିବ୍ରତ ହୋଇପାରନ୍ତି । ବହୁତ ଖଟଣି ହେତୁ ଶାରୀରିକ ଅସୁସ୍ଥତା ଅନୁଭବ କରିପାରନ୍ତି । ପ୍ରତିଦ୍ୱନ୍ଦ୍ୱିତାରେ ସଫଳତା ଅର୍ଜନ କରିବେ।

ଅନୁରାଧା- କାର‌୍ୟ୍ୟବ୍ୟସ୍ତତା କାରଣରୁ ଶାରୀରିକ କ୍ଳାନ୍ତି ଓ ଅବସାଦ ଦେଖାଦେବାର ଆଶଙ୍କା ରହିଛି। କଳା, ସାହିତ୍ୟ, ସଙ୍ଗୀତ, କ୍ରୀଡ଼ା, ଚଳଚ୍ଚିତ୍ର କ୍ଷେତ୍ରରେ ସମସ୍ୟା ମୁକ୍ତ ରହିବେ।

ଜ୍ୟୋଷ୍ଠା- ବନ୍ଧୁଙ୍କ ନିକଟରେ ମନକଥା ପ୍ରକାଶ କରିପାରିବେ ନାହିଁ ।ମନ ଚାହୁଁ ନଥିବା କେତେକ ପରିସ୍ଥିତିର ସମ୍ମୁଖୀନ ହେବା କାରଣରୁ ଧୈର‌୍ୟ୍ୟଚ୍ୟୁତି ଘଟିପାରେ। ବିବାଦୀୟ ପରିସ୍ଥିତି କିମ୍ବା ମାଲିମକଦ୍ଦମାରେ ସ୍ଥିତି ଅନୁକୂଳ ରହିବ।

ପ୍ରତିକାର – ସିନ୍ଧୁର ଟିକା ମସ୍ତକରେ ଲଗାଇ ଘରୁ ବାହାରନ୍ତୁ

ଶୁଭ ରଙ୍ଗ :ଲାଲ୍

ଶୁଭ ସଂଖ୍ୟା :