• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 6th July 2023: ଏହି ରାଶିର ବ୍ୟକ୍ତି ଆଜି ଯେଉଁ କାମରେ ହାତ ଦେବେ ନିଶ୍ଚିତ ସଫଳତା ପାଇବେ

ସୈାର ମିଥୁନ ମାସ ଶ୍ରାବଣ କୃଷ୍ଣପକ୍ଷ । ଇଂରାଜୀରେ ୦୬ ତାରିଖ ଗୁରୁବାର । ଚନ୍ଦ୍ର – ମକର ଅହୋରାତ୍ର,ତିଥି – ୩ୟା ପ୍ରାତଃ ୦୬.୩୦ ଗତେ ୪ର୍ଥୀ (କ୍ଷୟ) ରାତ୍ରି ୦୩.୧୨ ଗତେ ୫ମୀ,ଘାତ ଚନ୍ଦ୍ର – ସିଂହ ଦିବା ୦୧.୩୮ ଗତେ ମିଥୁନ, ମୀନ,ଘାତ ବାର – ତୁଳା, କୁମ୍ଭ,ପୁଷ୍କର ଦୋଷ – ନାସ୍ତି

Sagittarius

ଧନୁ

Thursday 06 Jul 2023

ମୂଳା- ନିଜ ପରିସରରେ ସବୁକଥାକୁ ହାଲୁକା ଭାବେ ଗ୍ରହଣ କଲେ କ୍ଷତିରେ ପଡ଼ିବେ। ବାଣିଜ୍ୟ, ନିର୍ମାଣ ଓ ପରିବହନରେ କିଛି ସମସ୍ୟା ଦେଖାଦେଇପାରେ।

ପୂ, ଷାଢା- କର୍ମକ୍ଷେତ୍ରରେ ସଂଘର୍ଷମୟ ପରିସ୍ଥିତିର ଦୃଢ଼ ମୁକାବିଲା କରିବାକୁ ପଡ଼ିପାରେ। ଆଗାମୀ ସମୟର ଆବଶ୍ୟକତା ପୂରଣ ସକାଶେ ଟଙ୍କା ଯୋଗାଡ଼ ପାଇଁ ଅସୁବିଧା ଆସିପାରେ

ଉ, ଷାଢା- ଖୋଜୁଥିବା ଜିନିଷର ସନ୍ଧାନ ଡେରିରେ ମିଳିବା କାରଣରୁ ବ୍ୟସ୍ତତା ବୃଦ୍ଧି ପାଇବ। ସମସ୍ୟା ସୁଧାରିବା ସକାଶେ ନିଜକୁ କିଛି କରିବାକୁ ପଡ଼ିବ । ସନ୍ଦେହାତ୍ମକ ବାତାବରଣ ମଧ୍ୟରେ ଅଣନିଃଶ୍ୱାସୀ ହେବାକୁ ପଡ଼ିପାରେ।

ପ୍ରତିକାର – ହନୁମାନଙ୍କ ପାଖରେ ବୁନ୍ଦିଲଡୁ ଭୋଗ ଲଗାଇ ଛୋଟ ପିଲାଙ୍କୁ ଖାଇବାକୁ ଦିଅନ୍ତୁ

ଶୁଭ ରଙ୍ଗ :ହଳଦିଆ

ଶୁଭ ସଂଖ୍ୟା :