• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 6th July 2023: ଏହି ରାଶିର ବ୍ୟକ୍ତି ଆଜି ଯେଉଁ କାମରେ ହାତ ଦେବେ ନିଶ୍ଚିତ ସଫଳତା ପାଇବେ

ସୈାର ମିଥୁନ ମାସ ଶ୍ରାବଣ କୃଷ୍ଣପକ୍ଷ । ଇଂରାଜୀରେ ୦୬ ତାରିଖ ଗୁରୁବାର । ଚନ୍ଦ୍ର – ମକର ଅହୋରାତ୍ର,ତିଥି – ୩ୟା ପ୍ରାତଃ ୦୬.୩୦ ଗତେ ୪ର୍ଥୀ (କ୍ଷୟ) ରାତ୍ରି ୦୩.୧୨ ଗତେ ୫ମୀ,ଘାତ ଚନ୍ଦ୍ର – ସିଂହ ଦିବା ୦୧.୩୮ ଗତେ ମିଥୁନ, ମୀନ,ଘାତ ବାର – ତୁଳା, କୁମ୍ଭ,ପୁଷ୍କର ଦୋଷ – ନାସ୍ତି

Capricorn

ମକର

Thursday 06 Jul 2023

ଉ, ଷାଢା- ପାରିବାରିକ ସମସ୍ୟା ଲାଗି ରହିବା କାରଣରୁ ମାନସିକ ସ୍ଥିତି ଭଲ ରହି ନ ପାରେ। ଆତ୍ମୀୟମାନେ ହଠାତ୍ ଶତ୍ରୁତା କରିବେ । ଜଣେ ବନ୍ଧୁଙ୍କ ଉପସ୍ଥିତିକୁ କେନ୍ଦ୍ରକରି ଝଗଡ଼ା ଲାଗିବା ଆଶଙ୍କା ରହିଛି।

ଶ୍ରବଣା- ଶିକ୍ଷା କ୍ଷେତ୍ରରେ ଅପୂରଣୀୟ ଆଶା ଓ ସନ୍ତାନଙ୍କ ବିଶୃଙ୍ଖଳିତ ଆଚରଣ ମାନସିକ ସ୍ଥିତିକୁ ଦୁର୍ବଳ କରିଦେବ। ମୂଲ୍ୟବାନ ଜିନିଷ ସକାଶେ ମୋଟା ଅଙ୍କର ଅର୍ଥର ଆବଶ୍ୟକତା ପଡ଼ିବ।

ଧନିଷ୍ଠା- ପ୍ରତ୍ୟେକ କ୍ଷେତ୍ରରେ ଦୋଦୁଲ୍ୟମାନ ଅବସ୍ଥାରେ ରହିବାକୁ ବାଧ୍ୟ ହେବେ। ବିଭିନ୍ନ ଅସୁବିଧା ଭିତରେ ଗତି କରୁଥିବାରୁ ମାନସିକ ଅବସ୍ଥା ଖରାପ ଦିଗକୁ ଗତି କରିପାରେ।

ପ୍ରତିକାର – ନିମ୍ବକାଠରେ ଚନ୍ଦନ ଘୋରି ମସ୍ତକରେ ଧାରଣ କରନ୍ତୁ

ଶୁଭ ରଙ୍ଗ :ନୀଳ

ଶୁଭ ସଂଖ୍ୟା :