• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 6th July 2024: ଏହି ରାଶିର ବ୍ୟକ୍ତିଙ୍କର ଆଜି ଆଜି ଯେଉଁ କାମ କରିବେ ସେଥିରେ ସଫଳତା ପାଇବେ

ସୈାର ମିଥୁନ ମାସ ଆଷାଢ ଶୁକ୍ଲପକ୍ଷ । ଇଂରାଜୀରେ ୦୬ ତାରିଖ ଶନିବାର। ଚନ୍ଦ୍ର- ମିଥୁନ ରାତ୍ରି ୧୦.୩୫ ଗତେ କର୍କଟ ,ତିଥି- ପ୍ରତିପଦ ରାତ୍ରି ୦୪.୨୬ ଗତେ ୨ୟା,ଘାତଚନ୍ଦ୍ର- କନ୍ୟା ରାଶିର ରାତ୍ରି ୧୦.୩୫ ପର୍ଯ୍ୟନ୍ତ ଘାତବାର- ବୃଷ, ସିଂହ ଓ କନ୍ୟା ରାଶିର ,ପୁଷ୍କର ଦୋଷ- ୨ ପାଦ-କୃଷି ଓ ବଂଶହାନି-ଭୂମି ଓ ତିଳକାଞ୍ଚନ ଦାନ ରାତ୍ରି ୦୪.୨୬ ଗତେ ୩ ପାଦ-କୃଷି, ପଶୁ ଓ ବଂଶହାନି-ଭୂମି, ଅନ୍ନ ଓ ତିଳକାଞ୍ଚନ ଦାନ ନିଶାନ୍ତ ୦୪.୪୮ ଗତେ ୨ ପାଦ-କୃଷି ଓ ପଶୁହାନି-ଭୂମି ଓ ଅନ୍ନଦାନ

Pisces

ମୀନ

Saturday 06 Jul 2024

ପୂ,ଭାଦ୍ରପଦ- ସ୍ୱାସ୍ଥ୍ୟରେ ସୁଧାର ଆସିବ । ପରିବାରରେ ଖର୍ଚ୍ଚର ପରିମାଣ ବୃଦ୍ଧି ପାଉଥିବାରୁ ମନରେ ସରସ୍ୱତା ରହିବ ନାହିଁ । ଅବଶ୍ୟ ନିଜର କାର‌୍ୟ୍ୟଦକ୍ଷତା ହେତୁ ବନ୍ଧୁ ମାନଙ୍କ ଗହଣରେ ପ୍ରଂଶସିତ ହେବେ

ଉ,ଭାଦ୍ରପଦ- କର୍ମ କ୍ଷେତ୍ରରେ ଉଚ୍ଚପଦସ୍ଥ ବ୍ୟକ୍ତିଙ୍କ ସହିତ ସପଂର୍କ ସ୍ଥାପନ କରିବେ । ରାଜନିତିରେ ବିବାଦ ଭିତରକୁ ଟାଣି ହୋଇ ଯାଇ ପାରନ୍ତି । କୈାଣସି ସଭାରେ ସମ୍ମାନିତ ହେବେ ।

ରେବତୀ- ମାଲିମକଦ୍ଦମାରେ ବିଜୟ ପ୍ରାପ୍ତିର ଆଶା କରିବେ । ମହିଳା ମାନଙ୍କର ସମସ୍ୟା ସୁଧାରିବା କ୍ଷେତ୍ରରେ ସହଯୋଗ ଅଭାବ ରହିବ ନାହିଁ । ବାହ୍ୟ ଶତୃ ମାନଙ୍କଠାରୁ ଦୂରେଇ ରହିବା ଭଲ

ପ୍ରତିକାର – ଗୋମାତାଙ୍କୁ ଗୁଡ,ବୁଟ, ପାଚୀଲା କନ୍ଦଳୀ ଖାଇବାକୁ ଦିଅନ୍ତୁ

ଶୁଭ ରଙ୍ଗ :ହଳଦିଆ

ଶୁଭ ସଂଖ୍ୟା :