• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 6th July 2024: ଏହି ରାଶିର ବ୍ୟକ୍ତିଙ୍କର ଆଜି ଆଜି ଯେଉଁ କାମ କରିବେ ସେଥିରେ ସଫଳତା ପାଇବେ

ସୈାର ମିଥୁନ ମାସ ଆଷାଢ ଶୁକ୍ଲପକ୍ଷ । ଇଂରାଜୀରେ ୦୬ ତାରିଖ ଶନିବାର। ଚନ୍ଦ୍ର- ମିଥୁନ ରାତ୍ରି ୧୦.୩୫ ଗତେ କର୍କଟ ,ତିଥି- ପ୍ରତିପଦ ରାତ୍ରି ୦୪.୨୬ ଗତେ ୨ୟା,ଘାତଚନ୍ଦ୍ର- କନ୍ୟା ରାଶିର ରାତ୍ରି ୧୦.୩୫ ପର୍ଯ୍ୟନ୍ତ ଘାତବାର- ବୃଷ, ସିଂହ ଓ କନ୍ୟା ରାଶିର ,ପୁଷ୍କର ଦୋଷ- ୨ ପାଦ-କୃଷି ଓ ବଂଶହାନି-ଭୂମି ଓ ତିଳକାଞ୍ଚନ ଦାନ ରାତ୍ରି ୦୪.୨୬ ଗତେ ୩ ପାଦ-କୃଷି, ପଶୁ ଓ ବଂଶହାନି-ଭୂମି, ଅନ୍ନ ଓ ତିଳକାଞ୍ଚନ ଦାନ ନିଶାନ୍ତ ୦୪.୪୮ ଗତେ ୨ ପାଦ-କୃଷି ଓ ପଶୁହାନି-ଭୂମି ଓ ଅନ୍ନଦାନ

Gemini

ମିଥୁନ

Saturday 06 Jul 2024

ମୃଗଶିରା- କୌଣସି କ୍ଷେତ୍ରରେ ତରବରିଆ ପଦକ୍ଷେପ ନେଲେ ଅସୁବିଧାରେ ପଡିବେ। ବାଣିଜ୍ୟ, ବ୍ୟବସାୟ କାରବାରରେ ଉନ୍ନତି କରିବେ। ରୋଗର ଦାଉ, ଋଣବୋଝ ଓ ପରୋକ୍ଷ ଶତ୍ରୁତା ଯୋଗୁ ବ୍ୟସ୍ତ ରହିବେ।

ଆଦ୍ରା- ବିଶିଷ୍ଟ ବ୍ୟକ୍ତିଙ୍କ ସାନ୍ନିଧ୍ୟରେ ଆସି କାମ ହାସଲ କରିବାର ସୌଭାଗ୍ୟ ଅର୍ଜନ କରିପାରନ୍ତି । ପ୍ରଶଂସା ପ୍ରତ୍ୟେକ କ୍ଷେତ୍ରରେ ବନ୍ଧୁମାନଙ୍କ ସହଯୋଗ ପାଇ ସ୍ଥଗିତ କାମକୁ ତ୍ୱରାନ୍ବିତ କରିପାରନ୍ତି।

ପୁନର୍ବସୁ- ଯାହା ଆଶା କରୁଛନ୍ତି ତାହା ପାଇବେ। ସଭାସମିତି, ବନ୍ଧୁ ସମ୍ପର୍କ ଦିଗରୁ ଆଜି ଅନୁକୂଳ ଫଳ ପାଇବେ। ମାଲି ମକଦ୍ଦମା, ଆଲୋଚନା, ଗବେଷଣା କ୍ଷେତ୍ରରେ ପ୍ରତିବନ୍ଧକର ସମ୍ମୁଖୀନ ହେବେ।

ପ୍ରତିକାର – ତ୍ରିପୁରା ସୁନ୍ଦରୀଙ୍କର ଯନ୍ତ୍ରିକା ମହାକବଚ ଧାରଣ କରନ୍ତୁ

ଶୁଭ ରଙ୍ଗ :ସବୁଜ

ଶୁଭ ସଂଖ୍ୟା :