• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 6th July 2024: ଏହି ରାଶିର ବ୍ୟକ୍ତିଙ୍କର ଆଜି ଆଜି ଯେଉଁ କାମ କରିବେ ସେଥିରେ ସଫଳତା ପାଇବେ

ସୈାର ମିଥୁନ ମାସ ଆଷାଢ ଶୁକ୍ଲପକ୍ଷ । ଇଂରାଜୀରେ ୦୬ ତାରିଖ ଶନିବାର। ଚନ୍ଦ୍ର- ମିଥୁନ ରାତ୍ରି ୧୦.୩୫ ଗତେ କର୍କଟ ,ତିଥି- ପ୍ରତିପଦ ରାତ୍ରି ୦୪.୨୬ ଗତେ ୨ୟା,ଘାତଚନ୍ଦ୍ର- କନ୍ୟା ରାଶିର ରାତ୍ରି ୧୦.୩୫ ପର୍ଯ୍ୟନ୍ତ ଘାତବାର- ବୃଷ, ସିଂହ ଓ କନ୍ୟା ରାଶିର ,ପୁଷ୍କର ଦୋଷ- ୨ ପାଦ-କୃଷି ଓ ବଂଶହାନି-ଭୂମି ଓ ତିଳକାଞ୍ଚନ ଦାନ ରାତ୍ରି ୦୪.୨୬ ଗତେ ୩ ପାଦ-କୃଷି, ପଶୁ ଓ ବଂଶହାନି-ଭୂମି, ଅନ୍ନ ଓ ତିଳକାଞ୍ଚନ ଦାନ ନିଶାନ୍ତ ୦୪.୪୮ ଗତେ ୨ ପାଦ-କୃଷି ଓ ପଶୁହାନି-ଭୂମି ଓ ଅନ୍ନଦାନ

Cancer

କର୍କଟ

Saturday 06 Jul 2024

ପୁନର୍ବସୁ- ଆକସ୍ମିକ ଭାବେ ନିକଟ ସମ୍ପର୍କୀୟ ମାନଙ୍କ ସହ ମିତ୍ରତା ବନ୍ଧନରେ ଆବଦ୍ଧ ହେବେ । ଆଜିର କର୍ମକ୍ଷେତ୍ରରେ ପଦସ୍ଥ ବ୍ୟକ୍ତିଙ୍କ ସାନିଧ୍ୟରୁ ଉପକୃତ ହୋଇପାରନ୍ତି । ବାଦବିବାଦ କ୍ରମେ ଜଟିଳ ହେବ କିନ୍ତୁ ଆପଣ ସଫଳତା ହାସଲ କରିବେ

ପୁଷ୍ୟା- କର୍ମକ୍ଷେତ୍ରରେ ଯେଉଁ କାର‌୍ୟ୍ୟ ହାତକୁ ନେବେ ସେଥିରେ ବିଫଳ ହେବେ । ବ୍ୟବସାୟୀ ମାନେ ଗ୍ରାହକ ସେବାକୁ ଗ୍ରହଣ କରି ଉତମ ଆୟର ପଥ ପରିଷ୍କାର କରିବେ । ସାମାଜିକ ସ୍ତରରେ ଖ୍ୟାତି ହେବ ଓ ସମ୍ପତି ସମ୍ବନ୍ଧୀୟ ଶୁଭ ସମାଚାର ଶୁଣିବାକୁ ମିଳିବ

ଅଶ୍ଲେଷା- ଆପଣଙ୍କ ସ୍ୱଭାବ ଟିକେ କୋମଳ କରନ୍ତୁ । ଜମିବାଡିକୁ ନେଇ ପରିବାରରେ ସାମୟିକ ଅଶାନ୍ତି ଦେଖାଦେବ । ସାହାର‌୍ୟ୍ୟ ସହଯୋଗ ପାଇ ଆଧ୍ୟାତ୍ମିକ ଓ ବୈାଦ୍ଧିକ କ୍ଷମତା ପ୍ରାପ୍ତ କରିବେ

ପ୍ରତିକାର – ଗୁରୁଜନ ମାନଙ୍କ ଚରଣ ସ୍ପର୍ଶ କରନ୍ତୁ

ଶୁଭ ରଙ୍ଗ :ଧଳା

ଶୁଭ ସଂଖ୍ୟା :