• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 6th July 2024: ଏହି ରାଶିର ବ୍ୟକ୍ତିଙ୍କର ଆଜି ଆଜି ଯେଉଁ କାମ କରିବେ ସେଥିରେ ସଫଳତା ପାଇବେ

ସୈାର ମିଥୁନ ମାସ ଆଷାଢ ଶୁକ୍ଲପକ୍ଷ । ଇଂରାଜୀରେ ୦୬ ତାରିଖ ଶନିବାର। ଚନ୍ଦ୍ର- ମିଥୁନ ରାତ୍ରି ୧୦.୩୫ ଗତେ କର୍କଟ ,ତିଥି- ପ୍ରତିପଦ ରାତ୍ରି ୦୪.୨୬ ଗତେ ୨ୟା,ଘାତଚନ୍ଦ୍ର- କନ୍ୟା ରାଶିର ରାତ୍ରି ୧୦.୩୫ ପର୍ଯ୍ୟନ୍ତ ଘାତବାର- ବୃଷ, ସିଂହ ଓ କନ୍ୟା ରାଶିର ,ପୁଷ୍କର ଦୋଷ- ୨ ପାଦ-କୃଷି ଓ ବଂଶହାନି-ଭୂମି ଓ ତିଳକାଞ୍ଚନ ଦାନ ରାତ୍ରି ୦୪.୨୬ ଗତେ ୩ ପାଦ-କୃଷି, ପଶୁ ଓ ବଂଶହାନି-ଭୂମି, ଅନ୍ନ ଓ ତିଳକାଞ୍ଚନ ଦାନ ନିଶାନ୍ତ ୦୪.୪୮ ଗତେ ୨ ପାଦ-କୃଷି ଓ ପଶୁହାନି-ଭୂମି ଓ ଅନ୍ନଦାନ

Leo

ସିଂହ

Saturday 06 Jul 2024

ମଘା- ସାମାନ୍ୟ ଶାରୀରିକ ଅସୁସ୍ଥି ଅନୁଭବ କରିପାରନ୍ତି । ନିଜ ଲୋକମାନେ ଈର୍ଷା ପରାୟଣ ହୋଇ ପରିସ୍ଥିତିକୁ ଭିନ୍ନ ରୂପ ଦେବାରେ ସମର୍ଥ ହେବେ। ଦୃଢ଼ ମନୋବଳ ସମସ୍ୟା ସମାଧାନରେ ସହାୟକ ହେବ।

ପୂ,ଫାଲଗୁନି- ସୁମଧୁର କଥା ସମସ୍ୟାର ସମାଧାନ, ଅର୍ଥଲାଭ, ସମ୍ମାନ, କାର‌୍ୟ୍ୟସିଦ୍ଧି କରାଇବ। ଠିକ୍ ବିଚାର ବିନା ସରଳ ବିଶ୍ୱାସ କରି ହଇରାଣରେ ପଡ଼ିପାରନ୍ତି।

ଉ,ଫାଲଗୁନି- ସାଙ୍ଗଠନିକ କାର‌୍ୟ୍ୟରେ ନେତୃତ୍ୱ ନେବେ ଓ ସଭାସମିତିରେ ପ୍ରଶଂସିତ ହେବେ। ବନ୍ଧୁଙ୍କ ପରାମର୍ଶରେ ସତ୍ସଙ୍ଗ ଓ ଧର୍ମଚର୍ଚ୍ଚା ଦିଗକୁ ମନ ବଳାଇବେ।

ପ୍ରତିକାର – ମାତଙ୍ଗିଙ୍କର ଗାୟତ୍ରି ମନ୍ତ୍ର ପାଠ କରନ୍ତୁ

ଶୁଭ ରଙ୍ଗ :ନାରଙ୍ଗୀ

ଶୁଭ ସଂଖ୍ୟା :