• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 6th July 2024: ଏହି ରାଶିର ବ୍ୟକ୍ତିଙ୍କର ଆଜି ଆଜି ଯେଉଁ କାମ କରିବେ ସେଥିରେ ସଫଳତା ପାଇବେ

ସୈାର ମିଥୁନ ମାସ ଆଷାଢ ଶୁକ୍ଲପକ୍ଷ । ଇଂରାଜୀରେ ୦୬ ତାରିଖ ଶନିବାର। ଚନ୍ଦ୍ର- ମିଥୁନ ରାତ୍ରି ୧୦.୩୫ ଗତେ କର୍କଟ ,ତିଥି- ପ୍ରତିପଦ ରାତ୍ରି ୦୪.୨୬ ଗତେ ୨ୟା,ଘାତଚନ୍ଦ୍ର- କନ୍ୟା ରାଶିର ରାତ୍ରି ୧୦.୩୫ ପର୍ଯ୍ୟନ୍ତ ଘାତବାର- ବୃଷ, ସିଂହ ଓ କନ୍ୟା ରାଶିର ,ପୁଷ୍କର ଦୋଷ- ୨ ପାଦ-କୃଷି ଓ ବଂଶହାନି-ଭୂମି ଓ ତିଳକାଞ୍ଚନ ଦାନ ରାତ୍ରି ୦୪.୨୬ ଗତେ ୩ ପାଦ-କୃଷି, ପଶୁ ଓ ବଂଶହାନି-ଭୂମି, ଅନ୍ନ ଓ ତିଳକାଞ୍ଚନ ଦାନ ନିଶାନ୍ତ ୦୪.୪୮ ଗତେ ୨ ପାଦ-କୃଷି ଓ ପଶୁହାନି-ଭୂମି ଓ ଅନ୍ନଦାନ

Virgo

କନ୍ୟା

Saturday 06 Jul 2024

ଉ,ଫଳଗୁନି- ବ୍ୟବସାୟରେ ତ୍ରିଷ୍ଟି ରହିଲେ ମଧ୍ୟ ଆଶାନୁରୂପକ ଲାଭ ନାହିଁ । ପାରିବାରିକ ଜୀବନରେ ଖର୍ଚ୍ଚର ପରିମାଣ ବଢିବ । ଆଗରୁ ଭୋଗୁଥିବା ଶାରିରୀକ ସମସ୍ୟାର ଉନ୍ନତି ହେବ । ରୋଜଗାର ସମସ୍ୟା ସୁଧୁରି ଯାଇ ଧନ ଲାଭ ହେବାରୁ ମନ ଖୁସି ରହିବ

ହସ୍ତା- ନୂତନ ଦ୍ରବ୍ୟ କ୍ରୟବିକ୍ରୟ କରି ଆଶାତୀତ ଲାଭ ପାଇବେ । ରାଜନିତିରେ ନେତୃତ୍ୱ ନେଇ ପ୍ରଂଶସିତ ହେବେ । ବିଦ୍ୟାର୍ଥୀ ମାନେ ଉଚ୍ଚ ଶିକ୍ଷାରେ ଅଗ୍ରଗତି କରିବେ

ଚିତ୍ରା- ଖଳ ପ୍ରକୃତିର ଲୋକମାନେ ବିରୋଧୀ ଆଚରଣ କରିପାରନ୍ତି । ପରିବହନରେ ସଫଳତା ମିଳିବ । କେତେକ କ୍ଷେତ୍ରରେ ଇଚ୍ଛା ବିରୋଧରେ କାମ କରି ଅନୁତାପ କରିବେ

ପ୍ରତିକାର - ତ୍ରିପୁରା ସୁନ୍ଦରୀଙ୍କର ପୂଜା, ପାଠ କରନ୍ତୁ

ଶୁଭ ରଙ୍ଗ :ସବୁଜ

ଶୁଭ ସଂଖ୍ୟା :