• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 6th July 2024: ଏହି ରାଶିର ବ୍ୟକ୍ତିଙ୍କର ଆଜି ଆଜି ଯେଉଁ କାମ କରିବେ ସେଥିରେ ସଫଳତା ପାଇବେ

ସୈାର ମିଥୁନ ମାସ ଆଷାଢ ଶୁକ୍ଲପକ୍ଷ । ଇଂରାଜୀରେ ୦୬ ତାରିଖ ଶନିବାର। ଚନ୍ଦ୍ର- ମିଥୁନ ରାତ୍ରି ୧୦.୩୫ ଗତେ କର୍କଟ ,ତିଥି- ପ୍ରତିପଦ ରାତ୍ରି ୦୪.୨୬ ଗତେ ୨ୟା,ଘାତଚନ୍ଦ୍ର- କନ୍ୟା ରାଶିର ରାତ୍ରି ୧୦.୩୫ ପର୍ଯ୍ୟନ୍ତ ଘାତବାର- ବୃଷ, ସିଂହ ଓ କନ୍ୟା ରାଶିର ,ପୁଷ୍କର ଦୋଷ- ୨ ପାଦ-କୃଷି ଓ ବଂଶହାନି-ଭୂମି ଓ ତିଳକାଞ୍ଚନ ଦାନ ରାତ୍ରି ୦୪.୨୬ ଗତେ ୩ ପାଦ-କୃଷି, ପଶୁ ଓ ବଂଶହାନି-ଭୂମି, ଅନ୍ନ ଓ ତିଳକାଞ୍ଚନ ଦାନ ନିଶାନ୍ତ ୦୪.୪୮ ଗତେ ୨ ପାଦ-କୃଷି ଓ ପଶୁହାନି-ଭୂମି ଓ ଅନ୍ନଦାନ

Libra

ତୁଳା

Saturday 06 Jul 2024

ଚିତ୍ରା- କେତେକ କାମ ସକାଶେ ଅନ୍ୟର ସାହାଯ୍ୟ ନେବାକୁ ବାଧ୍ୟହେବେ। ଭୁଲ୍ ବୁଝାମଣା କାରଣରୁ ଦାମ୍ପତ୍ୟରେ ତିକ୍ତତା ଦେଖାଦେବ। ନିର୍ଦ୍ଦିଷ୍ଟ ଜାଗାରେ ବନ୍ଧୁଙ୍କୁ ନ ପାଇ ବ୍ୟସ୍ତ ହୋଇ ପଡ଼ିବେ। ବ୍ୟବସାୟକୁ ଆଗକୁ ବଢ଼ାଇବା ପାଇଁ ନୂତନ ପଦକ୍ଷେପ ଗ୍ରହଣ କରିପାରନ୍ତି।

ସ୍ୱାତୀ- ବନ୍ଧୁଙ୍କ ଆଦରସୁହାଗ, ମନକୁ ପ୍ରଫୁଲ୍ଲିତ କରି ରଖିବ। ଆନୁଷ୍ଠାନିକ କ୍ଷେତ୍ରରେ ପଦମର‌୍ୟ୍ୟାଦା ବୃଦ୍ଧି ଘଟିବ। ଆର୍ଥିକ ସମସ୍ୟା, ମାମଲା, ଜମିଜମା, ପିଲାଙ୍କ ବିବାହ ସମ୍ପର୍କୀୟ ଚିନ୍ତାରେ ମନ ଅସ୍ଥିର ରହିବ।

ବିଶାଖା- କେତେକ କ୍ଷେତ୍ରରେ ମତାନ୍ତରର ସମ୍ଭାବନା ରହିଛି। କର୍ମକ୍ଷେତ୍ରରେ ଏକ ମାମୁଲି ଘଟଣାରେ ଉଚ୍ଚବାଚ ଘଟିପାରେ। ବିଦ୍ୟାର୍ଥୀ ମାନେ ଲେଖାପଢାରେ ମନଯୋଗ ଦେଇ ଅଧିକ ପରିଶ୍ରମ କରିବେ ।

ପ୍ରତିକାର – ପର୍ଶୁରାମ ଫଟକୁ ପୂଜାର୍ଚ୍ଚନା କରନ୍ତୁ

ଶୁଭ ରଙ୍ଗ :ଧଳା

ଶୁଭ ସଂଖ୍ୟା :