• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 6th July 2024: ଏହି ରାଶିର ବ୍ୟକ୍ତିଙ୍କର ଆଜି ଆଜି ଯେଉଁ କାମ କରିବେ ସେଥିରେ ସଫଳତା ପାଇବେ

ସୈାର ମିଥୁନ ମାସ ଆଷାଢ ଶୁକ୍ଲପକ୍ଷ । ଇଂରାଜୀରେ ୦୬ ତାରିଖ ଶନିବାର। ଚନ୍ଦ୍ର- ମିଥୁନ ରାତ୍ରି ୧୦.୩୫ ଗତେ କର୍କଟ ,ତିଥି- ପ୍ରତିପଦ ରାତ୍ରି ୦୪.୨୬ ଗତେ ୨ୟା,ଘାତଚନ୍ଦ୍ର- କନ୍ୟା ରାଶିର ରାତ୍ରି ୧୦.୩୫ ପର୍ଯ୍ୟନ୍ତ ଘାତବାର- ବୃଷ, ସିଂହ ଓ କନ୍ୟା ରାଶିର ,ପୁଷ୍କର ଦୋଷ- ୨ ପାଦ-କୃଷି ଓ ବଂଶହାନି-ଭୂମି ଓ ତିଳକାଞ୍ଚନ ଦାନ ରାତ୍ରି ୦୪.୨୬ ଗତେ ୩ ପାଦ-କୃଷି, ପଶୁ ଓ ବଂଶହାନି-ଭୂମି, ଅନ୍ନ ଓ ତିଳକାଞ୍ଚନ ଦାନ ନିଶାନ୍ତ ୦୪.୪୮ ଗତେ ୨ ପାଦ-କୃଷି ଓ ପଶୁହାନି-ଭୂମି ଓ ଅନ୍ନଦାନ

Scorpio

ବିଛା

Saturday 06 Jul 2024

ବିଶାଖା- ପତୀପତ୍ନୀଙ୍କ ମଧ୍ୟରେ ଥିବା ମତାନ୍ତର ଦୂରେଇ ଯିବ । ବନ୍ଧୁବାନ୍ଧବ ମାନେ ଆର୍ଥିକ କ୍ଷେତ୍ରରେ ସାହାର‌୍ୟ୍ୟ ସହଯୋଗ କରିବେ । ବ୍ୟବସାୟରେ ସଫଳତା ପାଇବା ପାଇଁ ସାମାନ୍ୟ ପରିଶ୍ରମ କରିବାକୁ ପଡିବ

ଅନୁରାଧା- ବେମାର, ବୃଦ୍ଧିଜନ, ଓ ଅଶକ୍ତ ଲୋକଙ୍କୁ ସହଯୋଗ କରିବା ପାଇଁ ହାତ ବଢେଇବେ । ଅଫିସ୍ କାମ କରିବା ବେଳେ ମନକୁ ବିଭିନ୍ନ ପ୍ରକାର ଯୋଜନା ଆସିବ । ସାମାଜିକ ସ୍ଥିତି ବଜାୟ ରହିବ । ପରୀକ୍ଷାରେ ପ୍ରତିଯୋଗିତାରେ କୃତକାର‌୍ୟ୍ୟ ହେବେ

ଜ୍ୟେଷ୍ଠା- କଚେରି ମାମଲା କାରଣରୁ ଉଦ୍ବେଗ ବୃଦ୍ଧି ପାଇବ । ରାସ୍ତା ଘାଟରେ ଅତ୍ୟନ୍ତ ସତର୍କତା ସହ ଯାତାୟାତ କରିବା ଉଚିତ୍ । ନିଜର ଚତୁରତା, ଓ ବିବେକ ବଳରେ ବିପରୀତ ପରିସ୍ଥିତିକୁ ନିଜ ସପକ୍ଷରେ ନେଇ ପାରିବେ

ପ୍ରତିକାର – ନୃସିଂହଙ୍କ ପୂଜା ସହିତ ମନ୍ତ୍ର ଜପ କରନ୍ତୁ

ଶୁଭ ରଙ୍ଗ :ଲାଲ୍

ଶୁଭ ସଂଖ୍ୟା :