• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 6th July 2024: ଏହି ରାଶିର ବ୍ୟକ୍ତିଙ୍କର ଆଜି ଆଜି ଯେଉଁ କାମ କରିବେ ସେଥିରେ ସଫଳତା ପାଇବେ

ସୈାର ମିଥୁନ ମାସ ଆଷାଢ ଶୁକ୍ଲପକ୍ଷ । ଇଂରାଜୀରେ ୦୬ ତାରିଖ ଶନିବାର। ଚନ୍ଦ୍ର- ମିଥୁନ ରାତ୍ରି ୧୦.୩୫ ଗତେ କର୍କଟ ,ତିଥି- ପ୍ରତିପଦ ରାତ୍ରି ୦୪.୨୬ ଗତେ ୨ୟା,ଘାତଚନ୍ଦ୍ର- କନ୍ୟା ରାଶିର ରାତ୍ରି ୧୦.୩୫ ପର୍ଯ୍ୟନ୍ତ ଘାତବାର- ବୃଷ, ସିଂହ ଓ କନ୍ୟା ରାଶିର ,ପୁଷ୍କର ଦୋଷ- ୨ ପାଦ-କୃଷି ଓ ବଂଶହାନି-ଭୂମି ଓ ତିଳକାଞ୍ଚନ ଦାନ ରାତ୍ରି ୦୪.୨୬ ଗତେ ୩ ପାଦ-କୃଷି, ପଶୁ ଓ ବଂଶହାନି-ଭୂମି, ଅନ୍ନ ଓ ତିଳକାଞ୍ଚନ ଦାନ ନିଶାନ୍ତ ୦୪.୪୮ ଗତେ ୨ ପାଦ-କୃଷି ଓ ପଶୁହାନି-ଭୂମି ଓ ଅନ୍ନଦାନ

Sagittarius

ଧନୁ

Saturday 06 Jul 2024

ମୂଳା- ପରିବାରରେ ଅର୍ଥ ସମ୍ପର୍କକୁ କେନ୍ଦ୍ରକରି ବିବାଦୀୟ ପରିସ୍ଥିତି ଉପୁଜିପାରେ। ପ୍ରତ୍ୟେକ କ୍ଷେତ୍ରରେ ଚେଷ୍ଟା ଅବ୍ୟାହତ ରଖିଲେ ମଧ୍ୟ ପ୍ରତିବନ୍ଧକ ପିଛା ଛାଡିବ ନାହିଁ। କର୍ମକ୍ଷେତ୍ରରେ ଅପ୍ରିୟ ସତକଥା କହି ବିରୋଧୀ ହୋଇପାରନ୍ତି।

ପୂ,ଷାଢା- ସାଧାରଣ ବ୍ୟତିକ୍ରମକୁ ବାଦ୍ ଦେଲେ ଦିନଟି ମନ୍ଦ ହେବନି । ପଡ଼ୋଶୀ, ଆତ୍ମୀୟସ୍ବଜନଙ୍କ ଦ୍ୱାରା ସାହାଯ୍ୟ, ସହଯୋଗଲାଭର ସୂଚନା ରହିଛି। ନୂତନ ଗୃହୋପକରଣ କ୍ରୟ କରିପାରନ୍ତି।

ଉ,ଷାଢା- ଶିଳ୍ପ, ବାଣିଜ୍ୟ, ପରିବହନ କ୍ଷେତ୍ରରେ ପ୍ରତିବନ୍ଧକ ଦୂର ହେବ । ଆତ୍ମୀୟଙ୍କ ଅନାଦରଭାବ, ଅସ୍ଥିରତାଯୁକ୍ତ ନିଷ୍ପତ୍ତି, ମନକୁ ହଲଚଲ କରିପାରେ। ବିଦ୍ୟାର୍ଥୀ ମାନେ ପ୍ରତିଦ୍ୱନ୍ଦିତାରେ ସଫଳ ହେବା ପାଇଁ ଚେଷ୍ଟା କରିବେ ।

ପ୍ରତିକାର – ତାରାଙ୍କର ପୂଜାର୍ଚ୍ଚନା କରନ୍ତୁ

ଶୁଭ ରଙ୍ଗ :ହଳଦିଆ

ଶୁଭ ସଂଖ୍ୟା :