• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 6th June 2024: ଏହି ରାଶିର ବ୍ୟକ୍ତିଙ୍କର ବ୍ୟବସାୟ କ୍ଷେତ୍ରରେ ଆଶାତୀତ ଲାଭ ପାଇବେ...

ସୌର ବୃଷ ମାସ ଜ୍ୟେଷ୍ଠ କୃଷ୍ଣପକ୍ଷ। ଇଂରାଜୀରେ ୦୬ ଗୁରୁବାର। ଚନ୍ଦ୍ର- ବୃଷ ଅହୋରାତ୍ର। ତିଥି- ଅମାବାସ୍ୟା ସନ୍ଧ୍ୟା ୦୬.୦୭ ଗତେ ପ୍ରତିପଦ। ଘାତଚନ୍ଦ୍ର- ବିଛା ରାଶିର ଅହୋରାତ୍ର। ଘାତବାର- ତୁଳା ଓ କୁମ୍ଭ ରାଶିର । ପୁଷ୍କର ଦୋଷ- ନାସ୍ତି।

Aries

ମେଷ

Thursday 06 Jun 2024

ଅଶ୍ୱନୀ- ସ୍ୱାସ୍ଥ୍ୟରେ ପରିବର୍ତ୍ତନ ଆସି ଶାରୀରିକ କଷ୍ଟ ଦୂର ହେବ । ପିଲାମାନଙ୍କ ପଢାକୁ ନେଇ ମନ ଖୁସି ରହିବ ସାମାଜିକ କ୍ଷେତ୍ରରେ ଆଶା କରୁଥିବା ଖବର ପାଇ ଆନନ୍ଦିତ ହେବେ । ବ୍ୟବସାୟରେ ଭାଗୀଦାରଙ୍କ ସହ ମନାନ୍ତର ଦୂରେଇ ଯିବ ।

ଦ୍ୱିଜା- ଶିକ୍ଷାରେ ପ୍ରଗତି ହେବାରେ ସମ୍ଭାବନା ଅଛି । ରାଜନୀତିରେ ବିଶେଷ ବ୍ୟକ୍ତିଙ୍କ ଠାରୁ ପରାମର୍ଶ ନିଅନ୍ତୁ । ପରିବାର ସଦସ୍ୟଙ୍କ ସହିତ ଆପଣଙ୍କର ଆଚରଣ ଭଲ ରହିବ ।

କୃତିକା- ସମାଜରେ ଆପଣଙ୍କ ମାନ ସମ୍ମାନ ବଢିବ । ନିଜ ଟଙ୍କା ସହିତ ବିଶେଷ ସତର୍କ ରହିବା ଉଚିତ ହେବ କାରଣ ଆପଣ ଏହାକୁ ହରାଇବାର ଆଶଙ୍କା ଅଛି । ଏକ କାର କ୍ରୟ କରିବାର ସୁଯୋଗ ଉପସ୍ଥାପନ କରିପାରନ୍ତି।

ପ୍ରତିକାର - ନୃସିଂହଙ୍କର ଗାୟତ୍ରୀ ମନ୍ତ୍ର ପାଠ କରନ୍ତୁ

ଶୁଭ ରଙ୍ଗ :ଲାଲ୍

ଶୁଭ ସଂଖ୍ୟା :