• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 6th June 2024: ଏହି ରାଶିର ବ୍ୟକ୍ତିଙ୍କର ବ୍ୟବସାୟ କ୍ଷେତ୍ରରେ ଆଶାତୀତ ଲାଭ ପାଇବେ...

ସୌର ବୃଷ ମାସ ଜ୍ୟେଷ୍ଠ କୃଷ୍ଣପକ୍ଷ। ଇଂରାଜୀରେ ୦୬ ଗୁରୁବାର। ଚନ୍ଦ୍ର- ବୃଷ ଅହୋରାତ୍ର। ତିଥି- ଅମାବାସ୍ୟା ସନ୍ଧ୍ୟା ୦୬.୦୭ ଗତେ ପ୍ରତିପଦ। ଘାତଚନ୍ଦ୍ର- ବିଛା ରାଶିର ଅହୋରାତ୍ର। ଘାତବାର- ତୁଳା ଓ କୁମ୍ଭ ରାଶିର । ପୁଷ୍କର ଦୋଷ- ନାସ୍ତି।

Aquarius

କୁମ୍ଭ

Thursday 06 Jun 2024

ଧନିଷ୍ଠା- ପାରିବାରିକ କ୍ଷେତ୍ରରେ ଆତ୍ମବିଶ୍ୱାସ ବୃଦ୍ଧି ପାଇବ । କର୍ମକ୍ଷେତ୍ରରେ ଉଚ୍ଚ ଅଧିକାରୀ ଓ ବରିଷ୍ଠ ବ୍ୟକ୍ତିଙ୍କ ସହ ସୁ-ସମ୍ପର୍କ ଫଳରେ କର୍ମୋନ୍ନତି ହେବ । ବ୍ୟବସାୟ ବାଣିଜ୍ୟ ସମ୍ପର୍କୀୟ କୈାଣସି ଘଟଣା ଯୋଗୁ ବିଶେଷ ବ୍ୟସ୍ତ ରହି ଲାଭବାନ୍ ହେବେ ।

ଶତଭିଷା- କାର‌୍ୟ୍ୟ ପାଇଁ ସମ୍ମାନିତ ଦକ୍ଷତା ପ୍ରତିପାଦିତ ହେବେ । ଗମନାଗମନ କରିବା ସମୟରେ ସାବଧାନତା ଅବଲମ୍ବନ କରନ୍ତୁ । ବିଦେଶରେ ଥିବା ସପଂର୍କୀୟ ଠାରୁ ଶୁଭ ଖବର ପାଇବେ ।

ପୂ,ଭାଦ୍ରପଦ- ନୂଆ ବାହନ କିଣିବାର ଆଶା ପୂରଣ ହୋଇପାରେ । ଆପଣଙ୍କ ସକାରତ୍ମକ ବିଚାରରେ ଲୋକ ପ୍ରଭାବିତ ହେବେ । ତରବରିଆ ପଦକ୍ଷେପ ନେଲେ ହଇରାଣରେ ପଡିପାରନ୍ତି ।

ପ୍ରତିକାର – ହନୁମାନଙ୍କର ପୂଜା କରନ୍ତୁ

ଶୁଭ ରଙ୍ଗ :ନୀଳ

ଶୁଭ ସଂଖ୍ୟା :