• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 6th June 2024: ଏହି ରାଶିର ବ୍ୟକ୍ତିଙ୍କର ବ୍ୟବସାୟ କ୍ଷେତ୍ରରେ ଆଶାତୀତ ଲାଭ ପାଇବେ...

ସୌର ବୃଷ ମାସ ଜ୍ୟେଷ୍ଠ କୃଷ୍ଣପକ୍ଷ। ଇଂରାଜୀରେ ୦୬ ଗୁରୁବାର। ଚନ୍ଦ୍ର- ବୃଷ ଅହୋରାତ୍ର। ତିଥି- ଅମାବାସ୍ୟା ସନ୍ଧ୍ୟା ୦୬.୦୭ ଗତେ ପ୍ରତିପଦ। ଘାତଚନ୍ଦ୍ର- ବିଛା ରାଶିର ଅହୋରାତ୍ର। ଘାତବାର- ତୁଳା ଓ କୁମ୍ଭ ରାଶିର । ପୁଷ୍କର ଦୋଷ- ନାସ୍ତି।

Pisces

ମୀନ

Thursday 06 Jun 2024

ପୂ,ଭାଦ୍ରପଦ- ନାନା ଚିନ୍ତାରେ ମାନସିକ ଅସ୍ଥିରତା ବଢିପାରେ । ଚାକିରି କ୍ଷେତ୍ରରେ ସହନଶୀଳତା ବଢିବ ଓ ପ୍ରଂଶସା ମିଳିବ । ଶତ୍ରୁମାନଙ୍କର କ୍ରୋଧରୁ ଅଳ୍ପକେ ରକ୍ଷା ପାଇବେ ।

ଉ,ଭାଦ୍ରପଦ- ମାନ ମର‌୍ୟ୍ୟଦାରେ ଅଭିବୃଦ୍ଧି ଘଟିବ । ସୂର୍ଣ୍ଣଳଙ୍କାର କିଣି ଖୁସି ଅନୁଭବ କରିପାରନ୍ତି । ଆପଣଙ୍କ ବିଚାରକୁ ସକାରତ୍ମକ ରଖନ୍ତୁ । ମହିଳା ମାନେ ବନ୍ଧୁପରିଜନକ ସହ ସମୟ ବିତାଇବେ ।

ରେବତୀ- ହଜିଥିବା ଜିନିଷର ସନ୍ଧାନ ପାଇ ପୁରାଦିନ ଖୁସି ରହିବେ । କୈାଣସି କାର‌୍ୟ୍ୟରେ ସଫଳତାରେ ବିଘ୍ନ ଆସିପାରେ । ସ୍ୱାସ୍ଥ୍ୟ ପାଇଁ ଖର୍ଚ୍ଚ କରିବାକୁ ପଡିପାରେ ।

ପ୍ରତିକାର – ପକ୍ଷୀଙ୍କୁ କିଛି ଦାନା ଖାଇବାକୁ ଦିଅନ୍ତୁ

ଶୁଭ ରଙ୍ଗ :ହଳଦିଆ

ଶୁଭ ସଂଖ୍ୟା :