• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 6th June 2024: ଏହି ରାଶିର ବ୍ୟକ୍ତିଙ୍କର ବ୍ୟବସାୟ କ୍ଷେତ୍ରରେ ଆଶାତୀତ ଲାଭ ପାଇବେ...

ସୌର ବୃଷ ମାସ ଜ୍ୟେଷ୍ଠ କୃଷ୍ଣପକ୍ଷ। ଇଂରାଜୀରେ ୦୬ ଗୁରୁବାର। ଚନ୍ଦ୍ର- ବୃଷ ଅହୋରାତ୍ର। ତିଥି- ଅମାବାସ୍ୟା ସନ୍ଧ୍ୟା ୦୬.୦୭ ଗତେ ପ୍ରତିପଦ। ଘାତଚନ୍ଦ୍ର- ବିଛା ରାଶିର ଅହୋରାତ୍ର। ଘାତବାର- ତୁଳା ଓ କୁମ୍ଭ ରାଶିର । ପୁଷ୍କର ଦୋଷ- ନାସ୍ତି।

Gemini

ମିଥୁନ

Thursday 06 Jun 2024

ମୃଗଶିରା- କେତେ ଗୁଡିଏ ମହତ୍ୱପୂର୍ଣ୍ଣ କାର୍ଯ୍ୟରେ ପରିବର୍ତ୍ତନ ହୋଇ ଆପଣଙ୍କ ଆର୍ଥିକ ସ୍ଥିତି ବହୁତ ଭଲ ରହିବ । ମିତ୍ରଙ୍କଠାରୁ ସାହାଯ୍ୟ ସହଯୋଗ ମିଳିବା ଫଳରେ ମାନସିକ ଶାନ୍ତି ଅନୁଭବ କରିବେ । ସମ୍ପର୍କରେ ଘୃଣା ଏବଂ ବିରକ୍ତି ଦୂର ହେବ।

ଆଦ୍ରା- ପୈତୃକ ସମ୍ପତିକୁ ନେଇ ନିଜ ଲୋକ କ୍ଷତି କରିବା ପାଇଁ ଚେଷ୍ଟା କରିବେ । ମହିଳାମାନେ ଉଚ୍ଚମନା ରହିବେ । ମନୋରଞ୍ଜନ କାର‌୍ୟ୍ୟରେ ବା କଳାସଙ୍ଗୀତ ଓ ନୃତ୍ୟ ଗୀତରେ ମଜ୍ଜି ରହିବେ ।

ପୁନର୍ବସୁ- ସମାଜ ସେବା କାର୍ଯ୍ୟରେ ଯୋଗ ଦେବେ । ଅଚିହ୍ନା ଲୋକଙ୍କ ଠାରୁ ସାହାର୍ଯ୍ୟ ପାଇବେ । ପୁରାତନ ଜିନିଷ ଓ ଗହଣା ଉପରେ ନିବେଶ କଲେ ବହୁତ ଲାଭ ଓ ଉନ୍ନତି ହୋଇପାରେ ।

ପ୍ରତିକାର – ଦତ୍ତାତ୍ରେୟଙ୍କର ପୂଜା ସହିତ ମନ୍ତ୍ର ପାଠ କରନ୍ତୁ

ଶୁଭ ରଙ୍ଗ :ସବୁଜ

ଶୁଭ ସଂଖ୍ୟା :