• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 6th June 2024: ଏହି ରାଶିର ବ୍ୟକ୍ତିଙ୍କର ବ୍ୟବସାୟ କ୍ଷେତ୍ରରେ ଆଶାତୀତ ଲାଭ ପାଇବେ...

ସୌର ବୃଷ ମାସ ଜ୍ୟେଷ୍ଠ କୃଷ୍ଣପକ୍ଷ। ଇଂରାଜୀରେ ୦୬ ଗୁରୁବାର। ଚନ୍ଦ୍ର- ବୃଷ ଅହୋରାତ୍ର। ତିଥି- ଅମାବାସ୍ୟା ସନ୍ଧ୍ୟା ୦୬.୦୭ ଗତେ ପ୍ରତିପଦ। ଘାତଚନ୍ଦ୍ର- ବିଛା ରାଶିର ଅହୋରାତ୍ର। ଘାତବାର- ତୁଳା ଓ କୁମ୍ଭ ରାଶିର । ପୁଷ୍କର ଦୋଷ- ନାସ୍ତି।

Cancer

କର୍କଟ

Thursday 06 Jun 2024

ପୁନର୍ବସୁ- ନୂତନ ଭାବରେ ଆରମ୍ଭ କରୁଥିବା କାର‌୍ୟ୍ୟରେ ବ୍ୟସ୍ତ ରହିବେ । ଅପେକ୍ଷା କରୁଥିବା ବନ୍ଧୁଙ୍କୁ ନପାଇ ବ୍ୟସ୍ତ ହୋଇ ପଡିବେ । ସମୟ ଏପରି ହେବ ଯେ ଦୁଇ ପଇସା ଜାଗାରେ ଛ ପଇସା ଖର୍ଚ୍ଚ କରିବାକୁ ପଡିବ।

ପୁଷ୍ୟା- ସାମାଜିକ କ୍ଷେତ୍ରରେ ଯଶ ବଢିବ । ନମ୍ର ସ୍ୱଭାବ ସହ ମୁରବିଙ୍କ ସହିତ କଥାବାର୍ତ୍ତା ହୁଅନ୍ତୁ । ଛାତ୍ରଛାତ୍ରୀମାନେ ଅଧିକ ପରିଶ୍ରମ କରିଲେ ମଧ୍ୟ , ମଧ୍ୟମ ଧରଣର ଫଳ ପାଇବେ।

ଅଶ୍ଲେଷା- ସଡକ ଦୁର୍ଘଟଣାର ସମ୍ଭାବନା ରହିଛି । ପୂର୍ବ କଥାକୁ ନେଇ ମନସ୍ତାପରେ ରହିପାରନ୍ତି । ନିଜ ଜିନିଷ କେଉଁଠି ରଖି ପାସୋରି ଯିବେ।

ପ୍ରତିକାର – ମା ଭୁବନେଶ୍ୱରୀ ମହାକବଚ ଧାରଣ କରନ୍ତୁ

ଶୁଭ ରଙ୍ଗ :ଧଳା

ଶୁଭ ସଂଖ୍ୟା :