• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 6th June 2024: ଏହି ରାଶିର ବ୍ୟକ୍ତିଙ୍କର ବ୍ୟବସାୟ କ୍ଷେତ୍ରରେ ଆଶାତୀତ ଲାଭ ପାଇବେ...

ସୌର ବୃଷ ମାସ ଜ୍ୟେଷ୍ଠ କୃଷ୍ଣପକ୍ଷ। ଇଂରାଜୀରେ ୦୬ ଗୁରୁବାର। ଚନ୍ଦ୍ର- ବୃଷ ଅହୋରାତ୍ର। ତିଥି- ଅମାବାସ୍ୟା ସନ୍ଧ୍ୟା ୦୬.୦୭ ଗତେ ପ୍ରତିପଦ। ଘାତଚନ୍ଦ୍ର- ବିଛା ରାଶିର ଅହୋରାତ୍ର। ଘାତବାର- ତୁଳା ଓ କୁମ୍ଭ ରାଶିର । ପୁଷ୍କର ଦୋଷ- ନାସ୍ତି।

Leo

ସିଂହ

Thursday 06 Jun 2024

ମଘା- ପାରିପାରିକ ଜୀବନ ସୁଖମୟ ହୋଇପାରେ । ଦୀର୍ଘଦିନରୁ ଭାଙ୍ଗିପଡିଥିବା କୈାଣସି ସଂପର୍କ ପୁନଃ ପ୍ରତିଷ୍ଠିତ ହେବ । ବ୍ୟବସାୟରେ ଉନ୍ନତି ପରିଲକ୍ଷିତ ହେବ।

ପୂ,ଫାଲଗୁନି- ରାଜନୈତିକ କ୍ଷେତ୍ରରେ ସଫଳତା ପାଇବେ । ବିଦ୍ୟାର୍ଥୀମାନେ ଉଚ୍ଚଶିକ୍ଷା ପାଇଁ ଆଗ୍ରହି ହୋଇପାରନ୍ତି । କ୍ରୀଡାକ୍ଷେତ୍ରରେ ଉଲ୍ଲେଖନୀୟ ସଫଳତା ପାଇବେ।

ଉ,ଫାଲଗୁନି- ଚାକିରି କ୍ଷେତ୍ରରେକୁ ଚକ୍ରାନ୍ତ ବଶବର୍ତୀ ହୋଇ କ୍ଷୋଭ କରିବେ । ମାଲିମକନ୍ଦମାର ଶୁଣାଣି ଆପଣଙ୍କ ବିପକ୍ଷରେ ଯିବା ସହିତ ଦଣ୍ଡବିଧାନ ହୋଇ ନଥାଏ । ଅନ୍ୟ ମାନଙ୍କୁ ଭାବିଚିନ୍ତି କଥା କୁହନ୍ତୁ।

ପ୍ରତିକାର – ଶ୍ରୀ ବିଷ୍ଣୁଙ୍କ ଉପାସନା କରନ୍ତୁ

ଶୁଭ ରଙ୍ଗ :ନାରଙ୍ଗୀ

ଶୁଭ ସଂଖ୍ୟା :