• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 6th June 2024: ଏହି ରାଶିର ବ୍ୟକ୍ତିଙ୍କର ବ୍ୟବସାୟ କ୍ଷେତ୍ରରେ ଆଶାତୀତ ଲାଭ ପାଇବେ...

ସୌର ବୃଷ ମାସ ଜ୍ୟେଷ୍ଠ କୃଷ୍ଣପକ୍ଷ। ଇଂରାଜୀରେ ୦୬ ଗୁରୁବାର। ଚନ୍ଦ୍ର- ବୃଷ ଅହୋରାତ୍ର। ତିଥି- ଅମାବାସ୍ୟା ସନ୍ଧ୍ୟା ୦୬.୦୭ ଗତେ ପ୍ରତିପଦ। ଘାତଚନ୍ଦ୍ର- ବିଛା ରାଶିର ଅହୋରାତ୍ର। ଘାତବାର- ତୁଳା ଓ କୁମ୍ଭ ରାଶିର । ପୁଷ୍କର ଦୋଷ- ନାସ୍ତି।

Libra

ତୁଳା

Thursday 06 Jun 2024

ଚିତ୍ରା- ଭାଗ୍ୟ ଉଦ୍ୟୋଗୀ ହେବା ସହିତ, ବ୍ୟବସାୟ – ବାଣିଜ୍ୟରେ ଲାଭ ମିଳିବ । ପରିବାରରେ ସୁଖ - ପ୍ରୀତି ବୃଦ୍ଧି ପାଇବ । ଅଫିସରେ କରିଥିବା କାମର ଶ୍ରେୟ କାହାରିକୁ ଦିଅନ୍ତୁ ନାହିଁ । ଧର୍ମ ଭାବନାରୁ ମନ ଦୂରେଇବେ।

ସ୍ୱାତୀ- ଆପଣ ଅନେକ ଗୁରୁତ୍ୱପୂର୍ଣ୍ଣ ସମସ୍ୟାର ସମାଧାନ ପାଇଁ ନିଜର ଜ୍ଞାନକୁ ବ୍ୟବହାର କରିବେ । ପିଲାମାନଙ୍କ ସହିତ ଜଡିତ କିଛି କଥାରେ ସଫଳତା ଆଣିବ । ବିଦେଶୀ ବାଣିଜ୍ୟ ସହିତ ଆପଣଙ୍କର ସଂଯୋଗ ରହିବ।

ବିଶାଖା- ଧାର୍ମିକ କାର‌୍ୟ୍ୟରେ ରୁଚି ବୃଦ୍ଧି ହେବ । ବାହ୍ୟ ଶତ୍ରୁ ମାନଙ୍କଠାରୁ ଦୂରେଇ ରହିବା ଭଲ । ରାଜନିତି ବିରୋଧୀ ସମ୍ମୁଖିନ ହେଲେ ମଧ୍ୟ ବିରୋଧୀ ଦଳ କିଛି କ୍ଷତି କରି ପାରିବେ ନାହିଁ ।

ପ୍ରତିକାର – କମଳାଙ୍କର ମୂଳମନ୍ତ୍ର ପାଠ କରନ୍ତୁ

ଶୁଭ ରଙ୍ଗ :ଧଳା

ଶୁଭ ସଂଖ୍ୟା :