• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 6th June 2024: ଏହି ରାଶିର ବ୍ୟକ୍ତିଙ୍କର ବ୍ୟବସାୟ କ୍ଷେତ୍ରରେ ଆଶାତୀତ ଲାଭ ପାଇବେ...

ସୌର ବୃଷ ମାସ ଜ୍ୟେଷ୍ଠ କୃଷ୍ଣପକ୍ଷ। ଇଂରାଜୀରେ ୦୬ ଗୁରୁବାର। ଚନ୍ଦ୍ର- ବୃଷ ଅହୋରାତ୍ର। ତିଥି- ଅମାବାସ୍ୟା ସନ୍ଧ୍ୟା ୦୬.୦୭ ଗତେ ପ୍ରତିପଦ। ଘାତଚନ୍ଦ୍ର- ବିଛା ରାଶିର ଅହୋରାତ୍ର। ଘାତବାର- ତୁଳା ଓ କୁମ୍ଭ ରାଶିର । ପୁଷ୍କର ଦୋଷ- ନାସ୍ତି।

Scorpio

ବିଛା

Thursday 06 Jun 2024

ବିଶାଖା- ସନ୍ଦେହ ଓ ଭୁଲ ବୁଝାମଣା ହେତୁ ପରିବାରରେ କ୍ରମାଗତ ଭାବେ ସମସ୍ୟା ଲାଗିରହିପାରେ । ବ୍ୟବସାୟ, ବାଣିଜ୍ୟରେ ପ୍ରତିବନ୍ଧକ ସୃଷ୍ଟି ହେବାର ଆଶଙ୍କା ରହିଛି । ସ୍ନାୟବିକ ଦୁର୍ବଳତା ଦେଖାଦେଇପାରେ ।

ଅନୁରାଧା- ରାଜନୀତିରେ ବିଶିଷ୍ଟ ବ୍ୟକ୍ତିଙ୍କ ସଙ୍ଗଲାଭରୁ ଉଚ୍ଚ ସମ୍ମାନ ଓ ବସ୍ତ୍ରଭୂଷଣ ପ୍ରାପ୍ତି ଯୋଗ ରହିଛି । ଆବଶ୍ୟକତା ପୂରଣ କରିବା ସକାଶେ ଧାରକରଜ କରିବାକୁ ବନ୍ଧୁଙ୍କୁ ଅନୁରୋଧ କରିପାରନ୍ତି ।

ଜ୍ୟେଷ୍ଠା- କେତେକ କ୍ଷେତ୍ରରେ ଧର୍ମ ସଙ୍କଟରେ ପଡି କଣ କରିବେ କିମ୍ବା ନ କରିବେ ଏହି ଦ୍ୱନ୍ଦରେ ପଡିପାରନ୍ତି । ଦୀର୍ଘଦିନର ପରିକଳ୍ପିତ ନୂତନ କାମଟିଏକରି ଆତ୍ମତୃପ୍ତି ଲାଭ କରିବେ । ଅତିଥୀ ଚର୍ଚ୍ଚା, ଯାତ୍ରା, ଆଇନ ଅଦାଲତ ପ୍ରଭୃତି କ୍ଷେତ୍ରରେ ସଫଳତା ନିଶ୍ଚିତ ମିଳିବ ।

ପ୍ରତିକାର – ମନ୍ଦାର ଫୁଲ ସୂର୍ଯ୍ୟ ଦେବତାଙ୍କୁ ଅର୍ପଣ କରି ଦିନ ଆରମ୍ଭ କରନ୍ତୁ

ଶୁଭ ରଙ୍ଗ :ଲାଲ୍

ଶୁଭ ସଂଖ୍ୟା :