• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 6th June 2024: ଏହି ରାଶିର ବ୍ୟକ୍ତିଙ୍କର ବ୍ୟବସାୟ କ୍ଷେତ୍ରରେ ଆଶାତୀତ ଲାଭ ପାଇବେ...

ସୌର ବୃଷ ମାସ ଜ୍ୟେଷ୍ଠ କୃଷ୍ଣପକ୍ଷ। ଇଂରାଜୀରେ ୦୬ ଗୁରୁବାର। ଚନ୍ଦ୍ର- ବୃଷ ଅହୋରାତ୍ର। ତିଥି- ଅମାବାସ୍ୟା ସନ୍ଧ୍ୟା ୦୬.୦୭ ଗତେ ପ୍ରତିପଦ। ଘାତଚନ୍ଦ୍ର- ବିଛା ରାଶିର ଅହୋରାତ୍ର। ଘାତବାର- ତୁଳା ଓ କୁମ୍ଭ ରାଶିର । ପୁଷ୍କର ଦୋଷ- ନାସ୍ତି।

Sagittarius

ଧନୁ

Thursday 06 Jun 2024

ମୂଳା- ସ୍ୱାସ୍ଥ୍ୟ ସମସ୍ୟା ହ୍ରାସ ପାଇବ । ପାରିବାରିକ ସମସ୍ୟାର ଅନ୍ତ ଘଟିବ । ବିବାହରେ ଚାପ କମାଇବା ପାଇଁ ଆପଣ ଏକ ଗୁରୁତ୍ୱପୂର୍ଣ୍ଣ ପଦକ୍ଷେପ ନେବେ ଏବଂ ଆତ୍ମ ନିୟନ୍ତ୍ରଣ ବଜାୟ ରଖିବା ପାଇଁ କାର‌୍ୟ୍ୟ କରିବେ ।

ପୂ,ଷାଢା- ଅଧ୍ୟାପକଙ୍କ ଲାଗି ଧନର ନୂଆ ମାର୍ଗ ଖୋଲିବ । ପିଲାମାନଙ୍କ ପାଠପଢାକୁ ନେଇ ଖୁସି ରହିବେ । ଯାନବାହନ ସମ୍ବନ୍ଧୀୟ ସମସ୍ୟା ଦେଖାଦେଇ ପାରେ । ସାମାଜିକ ସ୍ତରରେ ସହନଶୀଳତା ଗୁଣରୁ ପ୍ରଂଶସିତ ହେବ।

ଉ,ଷାଢା- ଘରକୁ ଜିନିଷ କିଣି ଅଧିକ ପଇସା ଖର୍ଚ୍ଚ କରିପାରନ୍ତି । ଜୀବନରେ ନୂଆ ସଂକେତ ମିଳିପାରେ । ଗଣମାଧ୍ୟମରେ କର୍ମଚାରୀଙ୍କ ଲାଗି ଦିନଟି ଭଲ ରହିବ।

ପ୍ରତିକାର – ହନୁମାନଙ୍କ ପାଖରେ ବୁନ୍ଦିଲଡୁ ଭୋଗ ଲଗାନ୍ତୁ

ଶୁଭ ରଙ୍ଗ :ହଳଦିଆ

ଶୁଭ ସଂଖ୍ୟା :